ସରକାରଙ୍କ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ସେଲୁନ୍‌, ବିୟୁଟିପାର୍ଲର

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଯଦି କୌଣସି ସରକାରୀ କର୍ମଚାରୀଙ୍କଠାରେ କାଭିଡ-୧୯ର କୌଣସି ଲକ୍ଷଣ ଦେଖାଯାଉଛି ସେ କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ଘରେ ରହିପାରିବେ। ଏଥିପାଇଁ ସେମାନଙ୍କୁ ଉପରିସ୍ଥ ଅଧିକାରୀଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ତାଙ୍କର କୌଣସି ସମ୍ପର୍କୀୟ ବିଦେଶରୁ ଆସିଛନ୍ତି ତେବେ ୪ ଏପ୍ରିଲ ପର୍ଯ୍ୟନ୍ତ ସେଲ୍ଫ କ୍ୟାରାଣ୍ଟାଇନ୍‌ ରହିବାକୁ ପରାମର୍ଶ ଦିଆଯାଉଛି। ସେହିଭଳି ଜେଲରେ ମଧ୍ୟ ପରିଷ୍କାର କୋଠରୀରେ ଆଇସୋଲେଶନ୍‌ ସ୍ଥାନ କରି ରଖିବା ପାଇଁ କୁହାଯାଇଛି ବୋଲି ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ବାଗ୍‌ଚୀ ଆହୁରି ମଧ୍ୟ କହିଛନ୍ତି, ଗ୍ରାମାଞ୍ଚଳ ତଥା ସହରାଞ୍ଚଳରେ ଥିବା ସମସ୍ତ ବଡ଼ ସେଲୁନ୍‌, ବିୟୁଟିପାର୍ଲର ବନ୍ଦ କରି ଦିଆଯିବ। ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେଗୁଡ଼ିକ ବନ୍ଦ ରହିବ। କୌଣସି ସାମାଜିକ ଅନୁଷ୍ଠାନ, ମ୍ୟୁଜିୟମ, ଲାଇବ୍ରେରୀ, ଥିଏଟରକୁ କେହି ବି ଯାଇପାରିବେ ନାହିଁ। ସେହିଭଳି ପୋଖରୀରେ ଗାଧୋଇବା ବନ୍ଦ କରାଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri