‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍‌ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଯାଇଛି। ଫଳରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଅଭିଯୋଗ କରିଛନ୍ତି। କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟଠାରେ ଏକ ସମ୍ମିଳନୀରେ ସୁରେଶ କହିଛନ୍ତି ଯେ, ଗତ ଫେବୃୟାରୀ ୧୧ରେ ରାଜ୍ୟପାଳଙ୍କୁ ଭେଟି ଏ ସମ୍ପର୍କରେ ଦୃଷ୍ଟିଆକର୍ଷଣ କରିବା ସହ ତାଙ୍କ ହସ୍ତକ୍ଷେପ ଲୋଡିଥିଲୁ। ୬ମାସ ମଧ୍ୟରେ ଏହି ସମସ୍ୟାର ସମାଧାନ ନ ହେଲେ ରାଜଭବନ ସମ୍ମୁଖରେ ସମୂହ ଆତ୍ମାହୁତି ଦେବୁ ବୋଲି ଲିଖିତ ଆକାରରେ ରାଜ୍ୟପାଳଙ୍କୁ ଜଣାଇଥିଲୁ। ହେଲେ ଏପର୍ଯ୍ୟନ୍ତ ଏହାର କୌଣସି ଲାଭ ମିଳିଲା ନାହିଁ। ତେଣୁ ସେହି ନିଷ୍ପତ୍ତି ଅନୁଯାୟୀ ଜଟଣୀବାସୀ ସ୍ଥିର କରିଛନ୍ତି ଯଦି ଆସନ୍ତା ୬ମାସରେ ସେମାନଙ୍କ ସମସ୍ୟାର ସମାଧାନ ନ ହୁଏ ତେବେ ରାଜଭବନ ସମ୍ମୁଖରେ ସମୂହ ଆତ୍ମାହୁତି ଦିଆଯିବ ବୋଲି ସୁରେଶ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri