ସରକାରଙ୍କ ପଦକ୍ଷେପକୁ ଆଇସିିସିର ପ୍ରଶଂସା

ନୂଆଦିଲ୍ଲୀ,୧୪।୫: ଏମ୍‌ଏସ୍‌ଏମ୍‌ଇର ବିକାଶ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଘୋଷଣା କରିଥିବା ପଦକ୍ଷେପକୁ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିିସି) ପକ୍ଷରୁ ପ୍ରଶଂସା କରାଯାଇଛି। ଏମ୍‌ଏସ୍‌ଏମ୍‌ଇ ସଂଜ୍ଞା ନିର୍ଦ୍ଧାରଣ କରିବା ଲାଗି କାରବାର ସୀମାକୁ ବିଚାର କରିବା ନେଇ ଅନେକ ଦିନ ଧରି ଦାବି ହୋଇ ଆସୁଥିଲା। ଏହାକୁ ସରକାର ଲାଗୁ କରାଇଥିବାରୁ ସରକାରଙ୍କ ସଂଘ ଧନ୍ୟବାଦ ଜଣାଇଛି। ଏହାଦ୍ୱାରା ଅନେକ କମ୍ପାନୀ ଲାଭବାନ ହେବେ ବୋଲି କୁହାଯାଇଛି। ସରକାରଙ୍କ ୩ ଲକ୍ଷ କୋଟି ଟଙ୍କାର ଋଣ ସହାୟତା କ୍ଷେତ୍ର ଲାଗି ବେଶ୍‌ ଉପକାରୀ ସାବ୍ୟସ୍ତ ହେବ। ଏହା କ୍ଷେତ୍ରକୁ ଦୃଢ଼ କରିବା ଦିଗରେ ସହାୟକ ହେବ। ଏହାଦ୍ୱାରା ୫୦ ଲକ୍ଷ କମ୍ପାନୀ ଲାଭବାନ ହୋଇପାରିବେ। ଚାପରେ ରହିଥିବା କମ୍ପାନୀଙ୍କ ଲାଗି ୨୦ ହଜାର କୋଟି ଟଙ୍କାର ପାଣ୍ଠି, ଏନ୍‌ବିଏଫ୍‌ସି ଲାଗି ୩୦ ହଜାର କୋଟି, ଏମ୍‌ଏସ୍‌ଏମ୍‌ଇ ଲାଗି ୫୦ ହଜାର କୋଟି ଟଙ୍କାର ଇକ୍ୱିଟି ପୁଞ୍ଜି ଯୋଗାଣ ଏଗୁଡିକର ଅଭିବୃଦ୍ଧିରେ ସହାୟତା କରିବ। ଭବିଷ୍ୟନିଧି ପାଣ୍ଠି କ୍ଷେତ୍ରରେ ନିଆଯାଇଥିବା ପଦକ୍ଷେପ କମ୍ପାନୀଙ୍କୁ ଆଶ୍ୱସ୍ତି ପ୍ରଦାନ କରିବ। ସଙ୍କଟରେ ରହିଥିବା ବିଦ୍ୟୁତ୍‌ ବିତରଣ କମ୍ପାନୀଙ୍କ ଲାଗି ସହାୟତା, ଠିକାଦାରଙ୍କ ଲାଗି କଣ୍ଟ୍ରାକ୍ଟ ସୀମାରେ ସମ୍ପ୍ରସାରଣ ବେଶ୍‌ ଭଲ ପଦକ୍ଷେପ ବୋଲି ଆଇସିସି କହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ଅନ୍ତର୍ଗତ ବିଭିନ୍ନ ଘୋଷଣା କରାଯାଇଥିବାରୁ ଅର୍ଥମନ୍ତ୍ରୀଙ୍କୁ ଆଇସିସି ପକ୍ଷରୁ କୃତଜ୍ଞତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri