ସରକାରଙ୍କ ବିରୋଧରେ ପ୍ରଦର୍ଶନ ସମୟରେ ବିସ୍ଫୋରଣ: ୨ ମୃତ, ୧୨ରୁ ଅଧିକ ଆହତ

ବାଗଦାଦ୍‌,୧୬।୧୧: ଇରାକ୍‌ର ବାଗଦାଦ୍‌ରେ ସରକାରଙ୍କ ବିରୋଧରେ ପ୍ରଦର୍ଶନ ସମୟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୧୨ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା କୁହାଯାଉଛି। ସ୍ଥାନୀୟ ତହରିର୍‌ ଛକରେ ଲୋକେ ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ ସୁରକ୍ଷାକର୍ମୀଙ୍କ ସହିତ ହାତାହାତି ହୋଇଛନ୍ତି। ଦେଶରେ ବୃଦ୍ଧି ପାଉଥିବା ବେକାରୀ ସମସ୍ୟା ସହିତ ଅନ୍ୟ ସମସ୍ୟା ଲାଗି ଲୋକେ ସରକାରଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଛନ୍ତି। କିଭଳି ବିସ୍ଫୋରଣ ଘଟିଲା ସେନେଇ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?