Posted inଖେଳ

ସରକାରୀ ଉଚ୍ଚ ପଦପଦବୀରେ ଅଛନ୍ତି ଏହି କ୍ରିକେଟ ଖେଳାଳି

ସରକାରୀ ଉଚ୍ଚ ପଦପଦବୀରେ ଅବସ୍ଥାପିତ କେତେକ ଭାରତୀୟ କ୍ରିକେଟ ଖେଳାଳିଙ୍କ ସମ୍ପର୍କରେ..

ମହେନ୍ଦ୍ର ସିଂ ଧୋନୀ
ମହେନ୍ଦ୍ର ସିଂ ଧୋନୀ ଭାରତୀୟ କ୍ରିକେଟ ଇତିହାସର ସବୁଠୁ ସଫଳ ଅଧିନାୟକ। ସେ ୨୦୧୧ରେ ଭାରତକୁ ଏକଦିବସୀୟ ଏବଂ ୨୦୦୭ରେ ଟି୨୦ ବିଶ୍ୱକପ ଜିତାଇଛନ୍ତି। ଧୋନୀ ଭାରତୀୟ ସେନାରେ ଲ୍ୟୁଟନାଣ୍ଟ କଲୋନେଲ ପଦରେ ଅଛନ୍ତି ।

ସଚିନ ତେନ୍ଦୁଲକର
କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଭାରତୀୟ ବାୟୁ ସେନାରେ ଗ୍ରୁପ କ୍ୟାପଟେନ ପଦରେ ଅଛନ୍ତି।

ହରଭଜନ ସିଂ
ଭାରତର ସବୁଠୁ ସଫଳ ଅଫ୍‌ ସ୍ପିନର ହରଭଜନ ସିଂ ପଞ୍ଜାବ ପୋଲିସରେ ଡିଏସପି ପଦରେ ଅଛନ୍ତି।

 

ଉମେଶ ଯାଦବ
ଭାରତୀୟ ଟିମର ଫାଷ୍ଟ ବୋଲର ଉମେଶ ଯାଦବ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆରେ ଆସିଷ୍ଟାଣ୍ଟ ମ୍ୟାନେଜର ଅଛନ୍ତି।

ୟୁଜବେନ୍ଦ୍ର ଚହଲ
ନିଜ ସ୍ପିନରେ ବିରୋଧୀ ବ୍ୟାଟ୍ସମ୍ୟାନଙ୍କୁ ହଇରାଣ କରୁଥିବା ବୋଲର ୟୁଜବେନ୍ଦ୍ର ଚହଲ ଆୟକର ବିଭାଗରେ ଇନ୍ସପେକ୍ଟର ପଦରେ ଅଛନ୍ତି ।

ଯୋଗିନ୍ଦର ଶର୍ମା
ଭାରତକୁ ପ୍ରଥମ ଟି୨୦ ବିଶ୍ୱକପ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଯୋଗିନ୍ଦର ଶର୍ମା ହରିୟାଣା ସରକାରରେ ଡିଏସପି ପଦବୀରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri