ସରକାରୀ କର୍ମଚାରୀଙ୍କ ପାଇଁ ବଦଳିଲା କ୍ରିଟିକାଲ-ପାର୍ସିଆଲି କ୍ରିଟିକାଲ୍‌ ବର୍ଗ: ରୋଷ୍ଟର ଡ୍ୟୁଟି କରିବେ କର୍ମଚାରୀ

ଭୁବନେଶ୍ୱର,୨।୫(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ କ୍ରିଟିକାଲ ଓ ପାର୍ସିଆଲି କ୍ରିଟିକାଲ୍‌ ବର୍ଗକୁ ବଦଳାଯାଇଛି। କ୍ରିଟିକାଲ ବର୍ଗରେ ୧୫ଟି ବିଭାଗ ରହିଛି। ସେହିଭଳି ପାର୍ସିଆଲି କ୍ରିଟିକାଲ ବର୍ଗରେ ଅନ୍ୟ ସମସ୍ତ ବିଭାଗ ରହିଛି। କୃଷି, ବାଣିଜ୍ୟ ପରିବହନ, ସମନ୍ବୟ, ଅବକାରୀ, ଏଫ୍‌ ଆଣ୍ଡ ଆର୍‌ଡି, ଅର୍ଥ, ଏଫ୍‌ଏସ୍‌ ଆଣ୍ଡ ସିଡବ୍ଲୁ, ଜିଏ ଆଣ୍ଡ ପିଜି, ଏଚ୍‌ ଆଣ୍ଡ ୟୁଡି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଗୃହ, ଶ୍ରମ, ପିଆର୍‌ ଆଣ୍ଡ ଡିଡବ୍ଲୁ, ଆର୍‌ ଆଣ୍ଡ ଡିଏମ୍‌, ଇସ୍ପାତ ଓ ଖଣି କ୍ରିଟିକାଲ ବର୍ଗରେ ଯାଉଛି। ଏହାର ୫୦% କର୍ମଚାରୀ ରୋଷ୍ଟର ଡ୍ୟୁଟି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ପାର୍ସିଆଲି କ୍ରିଟିକାଲ ବର୍ଗ ଅଧୀନ ବିଭାଗର ୩୦% କର୍ମଚାରୀ ରୋଷ୍ଟର ଡ୍ୟୁଟି କରିବେ। ଯେଉଁମାନେ ଅଫିସ ଆସିବେ ନାହିଁ ସେମାନେ ଘରୁ ଅଫିସ କାମ କରିବେ। ଏହି ନିର୍ଦ୍ଦେଶନାମା ମେ’ ୪ରୁ ୧୭ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ…

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri