ସରକାରୀ କାର୍ଯ୍ୟାଳୟରେ ଲାଗିଲା ୟୁଭିସି ମେଶିନ

ବ୍ରହ୍ମପୁର ଅଫିସ,୧ା୬-ଇଲୋକ୍ଟ୍ରୋନିକ୍‌ ଉପକରଣ ତଥା ସାନିଟାଇଜର ଦ୍ୱାରା ବିଶୋଧିତ କରାଯାଇ ପାରୁ ନ ଥିବା ସାମଗ୍ରୀକୁ ବିଶୋଧିତ କରିବା ନେଇ ବ୍ରହ୍ମପୁର ସରକାରୀ ଆଇଟିଆଇ ପକ୍ଷରୁ ନିର୍ମିତ ୟୁଭିସି(ଅଲଟ୍ରା ଭାଇଲେଟ୍‌ ଚାମ୍ବର) ସାନିଟାଇଜର ମେଶିନ ସୋମବାର ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସ୍ଥାପିତ ହୋଇଛି ା ପ୍ରଥମ ପର୍ଯ୍ୟାୟରେ ମୁଖ୍ୟ ଶାସନ ସଚିବଙ୍କ ସମ୍ମିଳନୀ କକ୍ଷ, ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ଚେୟାରମ୍ୟାନଙ୍କ କାର୍ଯ୍ୟାଳୟ ଓ ଦକ୍ଷତା ବିକାଶ ବିଭାଗ କାର୍ଯ୍ୟାଳୟରେ ୟୁଭିସି ସାନିଟାଇଜର ମେଶିନ ସ୍ଥାପନ କରାଯାଇଥିବା ଅନୁଷ୍ଠାନର ଅଧ୍ୟକ୍ଷ ସୂଚନା ଦେଇଛନ୍ତି ା କରୋନା ମୁକାବିଲା ପାଇଁ ଏଭଳି ଉଦ୍‌ଦ୍ଭାବନକୁ ଓଏସ୍‌ଡିଏ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରଶଂସା କରିଛନ୍ତି ା
ସୂଚନାଯୋଗ୍ୟ, କୋଭିଡ୍‌-୧୯ କ୍ଷେତ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟ କର୍ମୀ, ଡାକ୍ତରଙ୍କ ସମେତ ସମସ୍ତ କରୋନା ଯୋଦ୍ଧାଙ୍କ ଦ୍ୱାରା ବ୍ୟବହୃତ ଇଲୋକ୍ଟ୍ରୋନିକ୍ସ ଉପକରଣ, ପିପିଇ ତଥା ସାନିଟାଇଜର ଦ୍ୱାରା ବିଶୋଧିତ କରାଯାଇପାରୁ ନ ଥିବା ସାମଗ୍ରୀକୁ ବିଶୋଧନ କରିବା ଉଦ୍ଦେଶ୍ୟ ନେଇ ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ୟୁଭିସି ସାନିଟାଇଜର ମେଶିନ ନିର୍ମାଣ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ଘୁମୁସର ବନଖଣ୍ଡରୁ ରଥଯାତ୍ରା ପାଇଁ ପୁରୀ ଗଲା କାଠ: ରାସ୍ତାକଡ଼ରେ ଭକ୍ତିମୟ ପରିବେଶ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରୁ ପୁରୀ ଅଭିମୁଖେ ୧୬ ଖଣ୍ଡ ଫାଶୀ କାଠ ଯାଇଛି। ଉକ୍ତ ସମସ୍ତ କାଠ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri