ସରକାରୀ ଜମିରେ ହେବ ପାଚେରି

ବ୍ରହ୍ମପୁର ଅଫିସ୍‌,୨ା୯-ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକରେ ବ୍ରହ୍ମପୁର ଉପଜିଲାପାଳ ଶିନ୍ଦେ ଦତ୍ତାତ୍ରୟ ଭାଉସାହେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ଉପଖଣ୍ଡସ୍ତରୀୟ ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ ରାଜସ୍ବ ପର୍ଯ୍ୟବେକ୍ଷକ ଯୋଗ ଦେଇଥିଲେ ।
ରାଜସ୍ବ ସମ୍ପର୍କିତ ବିଭିନ୍ନ ବିଷୟ ଉପରେ ଆଲୋଚନା କରାଯାଇଥିଲା। ମୁଖ୍ୟତଃ ଜମି କିଣାବିକା, ସମସ୍ତ ରାଜସ୍ବ କାର୍ଯ୍ୟାଳୟ ଗୁଡ଼ିକରେ ନାମଫଳକ ଲଗାଇବା, ପାଚେରି ନିର୍ମାଣ ଏବଂ ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସରକାରୀ ଜମିକୁ ଜବରଦଖଲ ମୁକ୍ତ କରିବା ପାଇଁ ପାଚେରି ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ତହସିଲ ଅଧୀନରେ ସମାଧାନ ଶିବିର ଆୟୋଜନ କରି ଆପତ୍ତି ଅଭିଯୋଗର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?