ସରକାରୀ ନିର୍ଦ୍ଦେଶକୁ ଅବମାନନା: ଖରାଛୁଟି ଅବଧି ବୃଦ୍ଧି ସତ୍ତ୍ୱେ ରାଜଧାନୀର କିଛି ଘରୋଇ ସ୍କୁଲ ଖୋଲା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମଙ୍ଗଳବାର ଖରାଛୁଟି ଅବଧିକୁ ବଢ଼ାଇଥିଲେ ରାଜ୍ୟ ସରକାର। ଏହାନୁଯାୟୀ ରାଜ୍ୟର ସମସ୍ତ ସ୍କୁଲଗୁଡ଼ିକୁ ୨୫ ତାରିଖ ଯାଏ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ରାଜଧାନୀର କିଛି ଘରୋଇ ସ୍କୁଲ ବୁଧବାର ଖୋଲିଥିବା ଦେଖିବାକୁ ମିଳିଛି। ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଏପରି କରାଯାଇଛି।

ପ୍ରକାଶଯୋଗ୍ୟ, ବୁଧବାର ଅର୍ଥାତ୍‌ ୧୯ ତାରିଖରେ ସବୁ ସ୍କୁଲ ଖୋଲିବାର ଥିଲା। ମାତ୍ର ବର୍ତ୍ତମାନ ରାଜ୍ୟରେ ଯେଉଁଭଳି ଗ୍ରୀଷ୍ମପ୍ରବାହ ଜାରି ରହିଛି, ପିଲାମାନେ ସ୍କୁଲ ଯିବା ନିରାପଦ ନୁହେଁ। ଏଣୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସମସ୍ତ ସ୍କୁଲଗୁଡ଼ିକୁ ୨୬ ତାରିଖରେ ଖୋଲିବ ବୋଲି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri