ସରକାରୀ ମଦଭାଟି ସିଲ୍‌ କଲା ପ୍ରଶାସନ: ସିଲ୍‌ ପରେ ପଛପଟ ଖୋଲି ଚାଲିଥିଲା ମଦ ପ୍ରସ୍ତୁତ, ୩ ଅଟକ

ଦିଗପହଣ୍ଡି,୨୭ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମ ନିକଟରେ ଥିବା ସରକାରୀ ବାହାର ଦେଶୀମଦ ଭାଟିରେ ସୋମବାର ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ପୋଲିସ ଟିମ୍‌ ସହ ଚଢାଉ କରି ଏହାକୁ ସମ୍ପୂର୍ଣ୍ଣ ସିଲ୍‌ କରିଛନ୍ତି। ଲକ୍‌ଡାଉନ ନିୟମକୁ ଉଲ୍ଲଘଂନ କରି ଏଠାରେ ବେଆଇନ ଭାବେ ମଦ ପାଉଚ ପ୍ରସ୍ତୁତ କରି ଚୋରା ଚାଲାଣ କରାଯାଉଥିବା ତହସିଲଦାର କହିଛନ୍ତି। ଗତ ବୁଧବାର ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ଲାଇସେନ୍ସପ୍ରାପ୍ତ ସରକାରୀ ମଦଭାଟିକୁ ସ୍ଥାନୀୟ ଅବକାରୀ ବିଭାଗ ସିଲ୍‌ କରିଥିଲା। ସିଲ୍‌ ପରେ ମଧ୍ୟ ମଦ ପଛପଟ ଖୋଲି ମଦ ପ୍ରସ୍ତୁତ କରାଯାଉଥିବା ଖବର ପାଇ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଶୁକ୍ରବାର ଚଢାଉ କରିବାକୁ ଯାଉଥିବାବେଳେ ମଦଭାଟି କର୍ମଚାରୀ ଧମକ ଦେଇଥିଲେ। ସୋମବାର ତହସିଲଦାର ଚିକିଟି ଏସଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ, ଦିଗପହଣ୍ଡି ଥାନାଅଧିକାରୀ ବସନ୍ତ କୁମାର ସେଠୀଙ୍କ ସହ ସଦଳବଳ ଚଢାଉ କରି ଏହାକୁ ସମ୍ପୂର୍ଣ୍ଣ ସିଲ୍‌ କରିବା ସହ ୩ କର୍ମଚାରୀଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁଡୁଙ୍ଗୁରୀ ୟୁପି ସ୍କୁଲରୁ ବ୍ୟାପକ ଚୋରି, ରାତି ଅଧରେ କବାଟ ଭାଙ୍ଗି ନେଇଗଲେ…

ଅମରପାଲି,୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଭାଲୁଡ଼ୁଙ୍ଗୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ସୋମବାର ରାତିରେ ବ୍ୟାପକ ଜିନିଷ ଚୋରି ହୋଇଥିବା ଅଭିଯୋଗ…

ଆନ୍ଦୋଳନ ଚେତାବନୀ ଦେଲେ ଚାଷୀ: ଟୋକନ ସମସ୍ୟାର ସମାଧାନ ନ ହେଲେ…

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଅନ୍ୟବର୍ଷ ଅପେକ୍ଷା ଏଥର ଧାନବିକ୍ରି ଟୋକନରେ ହୋଇଥିବା ଅନିୟମିତତା ଚାଷୀଙ୍କୁ ଅଡୁଆରେ ପକାଇ ଦେଇଛି। ଅନେକ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri