ସରକାରୀ ଯୋଜନାରେ ମିଳୁନି ପକ୍କାଘର: ବ୍ଲକ କାର୍ଯ୍ୟାଳୟ ଘେରିଲେ ଲୋକେ

ସୁକିନ୍ଦା,୧୬ା୧୦(ଡି.ଏନ୍‌.ଏ)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା, ବାହାବଳପୁର, ବର୍ତ୍ତଣ୍ଡା ଗ୍ରାମ ସହ ୨୫ ପଞ୍ଚାୟତର ବହୁ ଲୋକ ସରକାରୀ ଯୋଜନାରେ ପକ୍କାଘର ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଘରଖଣ୍ଡେ ପାଇବା ପାଇଁ ବିଭିନ୍ନ କାର୍ଯ୍ୟାଳୟ ଦ୍ୱାରସ୍ଥ ହେଲେ ମଧ୍ୟ ଘର ପାଇପାରୁ ନାହାନ୍ତି। ଏ ନେଇ ମଙ୍ଗଳବାର ବ୍ଲକ କାର୍ଯ୍ୟାଳୟରେ ଗ୍ରାମର ଶତାଧିକ ଲୋକ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ଫଳରେ ବ୍ଲକ ପରିସରରେ ଉତ୍ତେଜନା ଦେଖାଦେବା ସହ କାର୍ଯ୍ୟାଳୟ ଏକରକମ ଅଚଳ ହୋଇଥିଲା। ବିଡିଓ କାର୍ଯାଳୟରେ ଅନୁପସ୍ଥିତ ଥିବାରୁ ଅନ୍ୟାନ୍ୟ ଅଧିକାରୀମାନେ ଧାରଣାକାରୀଙ୍କୁ ବୁଝାଶୁଝା କରିବାକୁ ଚେଷ୍ଟା କରିଥିଲେ। ହେଲେ ସେମାନେ ଦାବି ନ ପୂରଣ ହେବା ପର୍ଯ୍ୟନ୍ତ ବସିରହିବାକୁ କହିଥିଲେ। ବ୍ଲକ ଆକାଉଣ୍ଟାଣ୍ଟ ନିରାକାର ମହାକୁଡ ବିଡିଓଙ୍କୁ ଦାବିପତ୍ର ବାବଦରେ ଜଣାଇବା ସହ ଆସନ୍ତା ଦୁଇ ଦିନ ମଧ୍ୟରେ ସମାଧାନ କରିବାକୁ ଚେଷ୍ଚା କରିବାକୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହର ହୋଇଥିଲା। ପରେ ଗ୍ରାମବାସୀଙ୍କ ତରଫରୁ ପୁଷ୍ପକ ମହାପାତ୍ର, ସେକ୍‌ ମୁସଲିମ ଖାନ, ସଂଗ୍ରାମ ମହାପାତ୍ରଙ୍କ ସମେତ ଅନ୍ୟମାନେ ଆକାଉଣ୍ଟାଣ୍ଟ ନିରାକାରଙ୍କୁ ଦାବିପତ୍ର ପ୍ରଦାନରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?