Posted inଜାତୀୟ

ସରକାରୀ ସ୍କୁଲରେ ଚାଦର ବିଛାଇ ତଳେ ଶୋଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁର,୨୨।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ‘ଭିଲେଜ ଷ୍ଟେ ପ୍ରୋଗ୍ରାମ’ କାର୍ଯ୍ୟକ୍ରମ ଅବସରରେ ଶୁକ୍ରବାର କଲବୁର୍ଗୀ ଜିଲାର ଅଫଜଲପୁର ଅନ୍ତର୍ଗତ ହେରୁର ଗଁ।କୁ ଗସ୍ତ କରିଥିଲେ। ଗସ୍ତ ସମୟରେ ସେହି ଗଁ।ରେ ବର୍ଷା ହେବାରୁ କାର୍ଯ୍ୟକ୍ରମକୁ ସ୍ଥଗିତ କରାଯାଇଥିଲା। ଏଭଳି ସ୍ଥିତିରେ କୁମାରସ୍ବାମୀ ଚନ୍ଦକି ଗଁ।ରେ ଥିବା ଏକ ୟାଦଗୀର ପ୍ରାଇମେରୀ ସ୍କୁଲରେ ରହିଯାଇଥିଲେ। ଏହାପରେ ସେଠାରେ ଏକ କ୍ଲାସ ରୁମ୍‌ର ତଳେ ଚାଦର ବିଛାଇ ଶୋଇପଡ଼ିଥିଲେ। ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ତାଙ୍କୁ ପ୍ରଶ୍ନ କରିବାରୁ ସେ କହିଛନ୍ତି, ସାଧାରଣ ବ୍ୟକ୍ତିତ୍ୱ ଜୀବନ ଧାରଣ କରିବାକୁ ମୋତେ ଭଲ ଲାଗେ। କୁଡିଆ ହେଉ କି ୫ଷ୍ଟାର ହୋଟେଲ ସେ ସବୁଠି ଶୋଇଛନ୍ତି ବୋଲି କୁମାରସ୍ବାମୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri