ସରପଞ୍ଚଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ : ଥାନାରେ ଏତଲା, ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬ା୬(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ସରପଞ୍ଚ ଭୀମସେନ ସାହୁଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଅସମ୍ମାନସୂଚକ ତଥା ଅଶାଳୀନ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଫଟୋ ସହ ଅଶ୍ଳୀଳ ଭାଷାରେ ସମ୍ବୋଧନ କରି ଫେସବୁକ୍‌ରେ ପୋଷ୍ଟ କରିଥିବା କଇଠଡ଼ା ଗ୍ରାମର ଅଜୟ ରେଡ୍ଡୀଙ୍କ ବିରୋଧରେ ଦିଗପହଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସରପଞ୍ଚଙ୍କ ଏତଲାକୁ ଭିତ୍ତିକରି ଦିଗପହଣ୍ଡି ଥାନା ଆଇଆଇସି ଗୌରାଙ୍ଗ ଚରଣ ସାହୁ ଅଭିଯୁକ୍ତଙ୍କ ବିରୋଧରେ କେସ ନଂ ୧୦୫/୧୯ରେ ଏକ ମାମଲା ରୁଜୁ କରିଛନ୍ତି। ଅଭିଯୁକ୍ତ ଅଜୟ ରେଡ୍ଡୀ ତାଙ୍କ ଫେସବୁକ୍‌ ଆଇଡିରେ ବିଭିନ୍ନ ଅଶାଳୀନ ମନ୍ତବ୍ୟ ଦେଇଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି ସାହୁ କହିଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ଫେରାର ଥିବାରୁ ତାଙ୍କ ମତାମତ ନିଆଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?