ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପାଇଁ ଦାବିପତ୍ର

କପ୍ତିପଦା,୧ା୧୦(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ ଅଧୀନ ବଡ଼ ଗୁଡୁଗୁଡ଼ିଆ ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ହାଁସଦା ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ଦାବି ହୋଇଛି। ସୋମବାର ଉକ୍ତ ପଞ୍ଚାୟତର ୧୧ଟି ୱାର୍ଡରୁ ୯ ଜଣ ୱାର୍ଡ ମେମ୍ବର କପ୍ତିପଦା ଉପଜିଲାପାଳଙ୍କ ନିକଟରେ ଲିଖିତ ଭାବେ ଏହି ଦାବି ଜଣାଇଛନ୍ତି। ୱାର୍ଡ ମେମ୍ବରମାନଙ୍କ ଅଭିଯୋଗ ଅନୁଯାୟୀ, ସରପଞ୍ଚ ପଞ୍ଚାୟତର ହିତ ପାଇଁ ସେ କାମ କରୁ ନ ଥିବା ବେଳେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁ ନାହାନ୍ତି ା ପଞ୍ଚାୟତର ବିଭିନ୍ନ ଉନ୍ନତି ମୂଳକ କାମ ପାଇଁ ସେ ୱାର୍ଡ ମେମ୍ବରମାନଙ୍କ ସହିତ କାୈଣସି ଆଲୋଚନା ନ କରି ମନଇଚ୍ଛା କାମ କରୁଛନ୍ତି ା ବିଭିନ୍ନ ଅନିୟମିତତାରେ ସଂଶ୍ଳୀଷ୍ଟ ରହିଛନ୍ତି। ସେ ସରପଞ୍ଚ ଥିବାବେଳେ ଆଶା କର୍ମୀର କାର୍ଯ୍ୟ ମଧ୍ୟ ତୁଲାଉଛନ୍ତି। ଫଳରେ ସେ ବିଭିନ୍ନ ସମୟରେ ପଞ୍ଚାୟତରେ ଅନୁପସ୍ଥିତ ରହୁଛନ୍ତି। ଏ ସମ୍ପକର୍ର୍ରେ ସରପଞ୍ଚ ହାଁସଦାଙ୍କୁ ପଚାରିବାରୁ ଚତୁଃଦ୍ଦର୍ର୍ଶ ଅର୍ଥ କମିଶନ ଅନୁଦାନକୁ ସେମାନେ ଗୋଟେ ସ୍ଥାନରେ କାମ କରିବା ପାଇଁ ପ୍ରସ୍ତାବ ଦେଉଥିବା ବେଳେ ମୁଁ ଏଥିରେ ରାଜି ନ ହୋଇ ସମସ୍ତ ୱାର୍ଡରେ ଆବଶ୍ୟକ ଥିବା କାମ କରିବା ପାଇଁ ପ୍ରସ୍ତାବ ଦେଇଥିଲି ା ଏହାକୁ ସେମାନେ ବିରୋଧ କରି ମୋ ବିରୋଧରେ ଅନସ୍ଥା ଆଣିବା ପାଇଁ ପ୍ରୟାସ କରୁଥିବା ଶୁଣିଛି ବୋଲି କହିଛନ୍ତି। ସେହିପରି ଅନିୟମିତତାରେ ସଂଶ୍ଳୀଳ ରହିବା ଅଭିଯୋଗକୁ ସେ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri