ବାଙ୍କୀ, ୧୫ା୨ (ସ୍ବ.ପ୍ର.)- ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ନୂଆଗଁା ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା ନୂଆଗାଁ ପଞ୍ଚାୟତ ସରପଞ୍ଚ ମମତା ମହାପାତ୍ରଙ୍କ ସ୍ବାମୀ ଭଗବାନ ସ୍ବାଇଁ ଓ ଖବରଦାତା ଆଦିତ୍ୟ ରଣସିଂହ। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ଭଗବାନ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ବାଙ୍କୀ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଭଗବାନଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ, ଭଗବାନ ଓ ଆଦିତ୍ୟ ଏକ ବାଇକ୍ରେ ବାଙ୍କୀ ଯାଉଥିଲେ। ଏହି ସମୟରେ ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ପୂର୍ବରୁ ଲୁଚି ରହିଥିବା ଦୁର୍ବୃତ୍ତମାନେ ସେମାନଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ।
Posted inଆମ ଜିଲା ଖବର, କଟକ View All
ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ
ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…
ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର
କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…
ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ
ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…
୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା
ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…
ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ
ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…
ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା
ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…
ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା
ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…
ଏଡ୍ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ
ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

