Posted inରାଜ୍ୟ

ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଭ୍ୟଙ୍କ ପାରିତୋଷିକ ବୃଦ୍ଧି

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ମହାମାରୀ ମଧ୍ୟରେ ରାଜ୍ୟ ସରକାର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟଙ୍କ ମାସିକ ପାରିତୋଷିକ ବୃଦ୍ଧି କରିଛନ୍ତି। ଏହା ୧୯୦ଟଙ୍କାରୁ ୧୮୮୦ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ପିଛିଲା ଭାବେ ଏପ୍ରିଲ ପହିଲାରୁ ଏହା କାର୍ଯ୍ୟକାରୀ ହେବ। ୱାର୍ଡମେମ୍ବରଙ୍କଠୁ ଜିଲା ପରିଷଦ ଅଧ୍ୟକ୍ଷ ପର୍ଯ୍ୟନ୍ତ ସମସ୍ତଙ୍କର ଦୈନିକ ଭତ୍ତା ଓ ବୈଠକ ଫି’କୁ ଅପରିବର୍ତ୍ତିତ ରଖାଯାଇଛି। ୱାର୍ଡମେମ୍ବରମାନଙ୍କ ମାସିକ ପାରିତୋଷିକ ନ ଥିବାବେଳେ ଅନ୍ୟ ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କ ପାରିତୋଷିକ ବୃଦ୍ଧି ହୋଇଛି।
ଗୁରୁବାର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଜାରି ସଂକଳ୍ପ ଅନୁସାରେ, ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ନିର୍ବାଚିତ ଲୋକପ୍ରତିନିଧିମାନଙ୍କର ମାସିକ ପାରିତୋଷିକ ବୃଦ୍ଧି ପାଇଛି। ଓ ପଞ୍ଚାୟତ ସମିତି ଟିଏ ରୁଲସ-୧୯୭୫ର ଗାଇଡଲାଇନ ଅନୁସାରେ ବର୍ତ୍ତମାନର ଜୀବନଶୈଳୀକୁ ଦୃଷ୍ଟିରେ ରଖି ଏହି ଦର ବୃଦ୍ଧି ହୋଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri