ସରସ୍ବତୀ ମୂର୍ତ୍ତି ଭସାଣି ବେଳେ ଗଣ୍ଡଗୋଳ, ୪ ଆହତ

ସୋର, ୪।୨(ଡି.ଏନ.ଏ.)-ସରସ୍ବତୀଙ୍କ ମୂର୍ତ୍ତି ଭସାଣକୁ କେନ୍ଦ୍ର କରି ସୋର ଥାନା ଅଧୀନ ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଈଶ୍ୱରପୁର ଓ ମାଟିଆପଲା ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି। ସୋର ପୋଲିସ ପହଞ୍ଚତ୍ବା ପରେ ଗଣ୍ଡଗୋଳ ଶାନ୍ତ ପଡ଼ିଥିଲା। ଅନ୍ୟପକ୍ଷରେ ସୋର ପୋଲିସ ୨ଜଣଙ୍କୁ ଅଟକ ରଖିବା ସହିତ ମାଟିଆପଲା ଗ୍ରାମରେ ପୋଲିସ ଫୋର୍ସ ମୁତୟନ କରିଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ ସମାଧାନ ହେବା ନେଇ ଉଦ୍ୟମ ଚାଲୁ ରହିଛି।

ରବିବାର ରାତିରେ ଈଶ୍ୱରପୁର ଗ୍ରାମ ଦେଇ ସରସ୍ବତୀ ମୂର୍ତ୍ତି ଭସାଣି ନେଇ ମାଟିଆପଲା ଗ୍ରାମର କେତେକ ଯୁବକ ଯାଉଥିଲେ। ଉଭୟ ଆଗରେ ଯିବାକୁ ନେଇ ଗାଳିଗୁଳଜ ଓ ମାରପିଟ୍‌ ହୋଇଥିଲା। ଏଥିରେ ଦୁଇଜଣ ଆହତ ହୋଇଥିଲେ। ଉକ୍ତ ଘଟଣାକୁ ନେଇ ଉଭୟପକ୍ଷ ସୋର ଥାନାରେ ଅଭିଯୋଗ କରିଥିଲେ। ଏନେଇ ସୋମବାର ସମାଧାନ କରାଯିବା ନେଇ ଥାନାରେ ଉଭୟପକ୍ଷ ରାଜି ହୋଇଥିଲେ। ତେବେ ସୋମବାର ସକାଳେ ମାଟିଆପଲା ଗ୍ରାମର କେତେକ ଯୁବକ ଈଶ୍ୱରପୁର ଗ୍ରାମର ଦୁଇ ଯୁବକଙ୍କୁ ମାଟିଆପଲା ଛକଠାରେ ଆକ୍ରମଣ କରିଥିଲେ। ଏଥିରେ ଈଶ୍ୱରପୁର ଗ୍ରାମବାସୀ ଉତ୍‌କ୍ଷିପ୍ତ ହୋଇ ଗ୍ରାମର ମହିଳା ଓ ପୁରୁଷ ମାଟିଆପଲା ଗ୍ରାମରେ ପହଞ୍ଚତ୍ କେତେକଙ୍କ ଘରେ ପଶି ଆସବାବପତ୍ର ଭାଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri