ସରିଲା ଛେରାପହଁରା: ଚାରମାଳ ଫିଟା ଆରମ୍ଭ

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ପହଣ୍ଡି ଶେଷ ହେବାପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାବିଗ୍ରହ। ଏହାପରେ ଛେରାପହଁରା କାର୍ଯ୍ୟ ଅନୁଷ୍ଠିତ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରଥମେ ତାଳଧ୍ୱଜ ପରେ ନନ୍ଦିଘୋଷ ରଥରେ ଛେରାପହଁରା କରିବା ପରେ ଶେଷରେ ଦେବୀ ସୁଭଦ୍ରାଙ୍କ ରଥରେ ଛେରାପହଁରା କରିଛନ୍ତି। ଏହା ପରେ ରଥରେ ଚାରମାଳ ଫିଟାଯିବା ପରେ ରଥଟଣା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri