ସରିଲା ‘ସାଗରକବଚ’

ରୂପ୍‌ସା, ୧୯।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର ଓ ବଳରାମଗଡ଼ି ନିକଟ ସମୁଦ୍ରରେ ୨ଦିନ ବ୍ୟାପୀ ଅନୁଷ୍ଠିତ ତଟ ସୁରକ୍ଷା ସମରାଭ୍ୟାସ ‘ସାଗରକବଚ’ ଗୁରୁବାର ଶେଷ ହୋଇଯାଇଛି। ଡିଏସ୍‌ପି (ଡିଆଇବି) ରଜତ କୁମର ରାୟଙ୍କ ତତ୍ତ୍ୱାବଧାନରେ ବୋଟ୍‌ ମାଷ୍ଟର ପୂର୍ଣ୍ଣଚନ୍ଦ୍ର ମିଶ୍ର ଓ ପ୍ରଦୀପ କୁମାର ସାହୁ ସେରଙ୍ଗ ଚୈତନ୍ୟ ହେମ୍ବ୍ରମ ଓ ନିରଞ୍ଜନ ନାୟକ, ଇଞ୍ଜିନ ଡ୍ରାଇଭର ଶୈଳ କୁମାର ମହାରଣା, ଏଏସ୍‌ଆଇ ଏନ୍‌ କେ ମାଝି ପ୍ରମୁଖ ସ୍ବତନ୍ତ୍ର ତାଲିମପ୍ରାପ୍ତ ବରିଷ୍ଠ ଅଧିକାରୀ ଓ ୧ ସେକ୍ସନ ଏପିଆର ଫୋର୍ସଙ୍କ ସହ ବଳରାମଗଡ଼ି ନିକଟ ସମୁଦ୍ର ଭିତରକୁ ଏକ ସ୍ବତନ୍ତ୍ର ବୋଟ ଯୋଗେ ଯାଇ ସମରାଭ୍ୟାସ କରିଥିଲେ।
ସେହିପରି ବସ୍ତା ଏସ୍‌ଡ଼ିପିଓ ରଣଜିତ ପୃଷ୍ଟିଙ୍କ ତତ୍ତ୍ୱାବଧାନରେ ବାହାବଳପୁର ସାମୁଦ୍ରିକ ଥାନା ଆଇଆଇସି ଲକ୍ଷ୍ମଣ କୁମାର ବେହେରାଙ୍କ ନେତୃତ୍ୱରେ ଏଏସ୍‌ଆଇ ଏଚ ଏମ୍‌ ଦାସପଟ୍ଟନାୟକ, ଏଏସ୍‌ଆଇ ଲମ୍ବୋଦର ବାରିକ ଓ ବୋଟ ମାଷ୍ଟର ସୁନୀଲ ମହାପାତ୍ର ଓ ୧ ପ୍ଲାଟୁନ ରିଜର୍ଭ ପୋଲିସ ଫୋର୍ସ ଏହି ସମୁଦ୍ର ସମରାଭ୍ୟାସରେ ସାମିଲ ହୋଇଥିଲେ। ଜଳପଥରେ ଅନୁପ୍ରବେଶକାରୀଙ୍କୁ ଦମନ, ଜଳଦସ୍ୟୁ ଓ ଗତିବିଧି ଅନୁଧ୍ୟାନ କରିବା ସହ ସମୁଦ୍ରତଟ ଓ ତଟବର୍ତ୍ତୀ ଅଞ୍ଚଳ ସୁରକ୍ଷା ଦିଗରେ ବିଭିନ୍ନ କୌଶଳ ଶିକ୍ଷା ଦିଆଯାଇଥିଲା। ଜଳପଥରେ ଅପରାଧ ନିୟନ୍ତ୍ରଣ ସହ ଅପରାଧିକ କାର୍ଯ୍ୟକଳାପ ମୂଳୋପତ୍ାଟନ ଲାଗି ତାଲିମ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri