Posted inଜାତୀୟ

ସରୋଗେସୀ ବିଲ୍‌ ଆଗତ

ନୂଆଦିଲ୍ଲୀ,୧୬ା୭(ପି.ଟି.): ବ୍ୟବସାୟିକ ସରୋଗେସୀକୁ ନିଷିଦ୍ଧ କରିବା ଲାଗି ବିଲ୍‌ ସୋମବାର ଲୋକ ସଭାରେ ଆଗତ ହୋଇଛି। ଏହି ବିଲ୍‌ ଆଇନରେ ପରିଣତ ହେଲେ ନିଃସନ୍ତାନ ଦମ୍ପତିଙ୍କ ପାଇଁ କେବଳ ଘନିଷ୍ଠ ସମ୍ପର୍କୀୟଙ୍କୁ ସରୋଗେଟ ମାଆ ହେବାର ଅନୁମତି ମିଳିବ। ସରୋଗେସୀ (ନିୟାମକ) ବିଲ୍‌, ୨୦୧୯ରେ ଜାତୀୟ ଓ ରାଜ୍ୟ ସ୍ତରରେ ସରୋଗେସୀ ବୋର୍ଡ ଗଠନ ବ୍ୟବସ୍ଥା ରହିଛି। ଏହି ପଦ୍ଧତିରେ ସନ୍ତାନ ଗ୍ରହଣ କରୁଥିବା ଦମ୍ପତି କୌଣସି ପରିସ୍ଥିତିରେ ବି ଉକ୍ତ ସନ୍ତାନଙ୍କୁ ପରିତ୍ୟାଗ କରିପାରିବେ ନାହିଁ। କେବଳ ଭାରତୀୟ ଦମ୍ପତି ଅନୂ୍ୟନ ୫ ବର୍ଷ ବୈବାହିକ ଜୀବନ ପରେ ସରୋଗେସୀ ପାଇଁ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri