Posted inଫୁରସତ

ସର୍କସରୁ ମୁକ୍ତ ହେବାର ପଞ୍ଚମ ବାର୍ଷିକୀ ପାଳନ କଲେ ୪ ହାତୀ

ମଥୁରା,୧୭।୫: ସର୍କସରେ ଖେଳ ଦେଖାଉଥିବା ହାତୀ ସ୍ବାଧୀନତା ଦିବସ ପାଳନ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଥୁରାର ହାତୀ ସଂରକ୍ଷଣ କେନ୍ଦ୍ରରେ ଥିବା ୪ ହାତୀ ଏଭଳି କରିଛନ୍ତି। ସଂରକ୍ଷଣ କେନ୍ଦ୍ରରେ ସେମାନେ ୨୦୧୫ଠାରୁ ଗତ ୫ ବର୍ଷ ଧରି ରହିଛନ୍ତି। ହାତୀମାନଙ୍କୁ ବନ୍ୟପ୍ରାଣୀ ସଂଗଠନ ପକ୍ଷରୁ ଉଦ୍ଧାର କରାଯାଇଥିଲା। ସର୍କସରୁ ମୁକ୍ତି ପାଇବାର ପଞ୍ଚମ ବାର୍ଷିକୀରେ ସଂରକ୍ଷଣ କେନ୍ଦ୍ର କର୍ମଚାରୀ ସେମାନଙ୍କ ପାଇଁ ବିଭିନ୍ନ ପନିପରିବା ଏବଂ ଫଳରେ କେକ୍‌ ପ୍ରସ୍ତୁତ କରିଥିଲେ। ଏସବୁ ହାତୀଙ୍କ ନାମ ମେକ୍‌ ଡେମିଆ(ମେକ୍‌), ଓ୍ବାଲନଟ୍‌(ଓ୍ବଲି), କୋକୋନଟ୍‌(କୋକୋ) ଏବଂ ପିନଟ୍‌ ବୋଲି ସଂରକ୍ଷଣ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମେକ୍‌ର ବୟସ ୨୭ ବର୍ଷ ହୋଇଥିବାବେଳେ ଓ୍ବଲିର ବୟସ ୨୩, କୋକୋର ବୟସ ୧୭ ଏବଂ ପିନଟ୍‌ର ବୟସ ୧୧ ବର୍ଷ ବୋଲି ବନ୍ୟପ୍ରାଣୀ ସଂଗଠନର ପ୍ରାଣୀ ଚିକିତ୍ସକ ଡ. ୟଦୁରାଜ ଖଡ଼ପେକର ସୂଚନା ଦେଇଛନ୍ତି। କୋକୋ ଏବଂ ପିନଟ୍‌ ଅଧିକ ଚଳଚଞ୍ଚଳ ରହୁଥିବାବେଳେ ଅନ୍ୟ ଦୁଇ ହାତୀ ପ୍ରାୟତଃ ସ୍ଥିର ରହୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri