ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି । ନାରାୟଣ ଦୋକାନ ବନ୍ଦ କରି ଘରକୁ ଫେରିବା ପରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡରେ ସମସ୍ତ ସାମଗ୍ରୀ ଜଳି ଧୂଆଁ ହେଉଥିବା ଦେଖି ଲୋକମାନେ ଦମକଳ ବାହିନୀକୁ ଜଣାଇଥିଲେ। ଖବରପାଇ ଭୁବନ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି

ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….

ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…

ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri