Posted inଜାତୀୟ

ସର୍ଦ୍ଦାର ପଟେଲଙ୍କ ୬୯ତମ ପୁଣ୍ୟତିଥି: ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୬୯ ତମ ପୁଣ୍ୟତିଥି ରବିବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶ ପାଇଁ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ଅବଦାନ ସବୁବେଳେ ପ୍ରେରଣା ଦେଉଥିବ ବୋଲି ମୋଦି କହିଛନ୍ତି। ଏହି ଅବସରରେ ବହୁ ରାଜନେତା ସର୍ଦ୍ଦାର ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୮୭୫ ଅକ୍ଟୋବର ୩୧ରେ ସର୍ଦ୍ଦାର ପଟେଲ ଗୁଜରାଟର ନାଦିଆଦ୍‌ଠାରେ ଜନ୍ମଗ୍ରହଣ କରିଥିଲେ। ୧୯୫୦ ଡିସେମ୍ବର ୧୫ରେ ମୁମ୍ବାଇଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri