ସର୍ବକ୍ଷମା ଅବଧି ୬ ମାସ ବୃଦ୍ଧି ଲାଗି ବିଧାନସଭାରେ କଂଗ୍ରେସର ଦାବି

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ବହୁ ଅଟ୍ଟାଳିକା ଗଢ଼ି ଉଠୁଛି। ସେଗୁଡ଼ିକୁ ରେଗୁଲାରାଇଜ୍‌ କରିବା ଲାଗି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସର୍ବକ୍ଷମା ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନାର ଅବଧି ଫେବୃୟାରୀ ୨୦ ତାରିଖରେ ଶେଷ ହେଉଛି। ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହାର ଅବଧିକୁ ଆଉ ୬ ମାସ ବୃଦ୍ଧି କରିବାକୁ ଦାବି ହୋଇଛି।

ଗୁରୁବାର ବିଧାନସଭା ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ, କେବଳ ଭୁବନେଶ୍ୱରରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ବେଆଇନ ଘର ରହିଛି। ଏହି ଯୋଜନା ଜରିଆରେ ଲୋକମାନେ ଆବେଦନ କରୁଛନ୍ତି। ଏପର୍ଯ୍ୟନ୍ତ ୧୦ହଜାର ଆବେଦନ ହୋଇଛି। ଏହାର ଅବଧିକୁ ବଢ଼ାଇବା ଲାଗି ସେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri