ସର୍ବବୃହତ୍‌ ସାନ୍ତାକ୍ଲଜ୍‌ ବାଲୁକାକୃତି

କ୍ରିସ୍‌ମାସ୍‌ ବା ବଡଦିନ ଖ୍ରୀଷ୍ଟଧର୍ମାବଲମ୍ବୀଙ୍କ ଲାଗି ଏକ ମହାନ୍‌ ଦିନ। ଏହି ଦିନକୁ ସ୍ମରଣୀୟ କରିବା ଲାଗି ସମଗ୍ର ବିଶ୍ୱରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥାଏ। ଠିକ୍‌ ସେହିଭଳି କ୍ରିସ୍‌ମାସ୍‌ ଅବସରରେ ଓଡିଶାର ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲିରେ ନିର୍ମାଣ କରିଥିଲେ ସାନ୍ତାକ୍ଲଜଙ୍କ ବୃହତ୍‌କାୟ ପ୍ରତିକୃତି। ଏଥିରେ ସେ ବାଲି ସହ ୧୦ ହଜାର ବର୍ଜ୍ୟ ପ୍ଲାଷ୍ଟିକ ବୋତଲ ମଧ୍ୟ ବ୍ୟବହାର କରିଥିଲେ। ୧୦୦ ଫୁଟ ପ୍ରସ୍ଥ ଏବଂ ୩୦ ଫୁଟ ଉଚ୍ଚତା ବିଶିଷ୍ଟ ଏହି ସାନ୍ତାକ୍ଲଜ୍‌ ସୃଷ୍ଟି କରିଛି ରେକର୍ଡ। ୨୦୧୮ ମସିହାରେ ପୁରୀ ବେଳାଭୂମିରେ ସେ ଏହି ବାଲୁକାକଳା ନିର୍ମାଣ କରି ପ୍ଲାଷ୍ଟିକ ପ୍ରଦୂଷଣ ସମ୍ପର୍କରେ ବିଶ୍ୱବାସୀଙ୍କୁ ସଚେତନତାର ବାର୍ତ୍ତା ପ୍ରେରଣ କରିଥିଲେ। ସେହିଭଳି ୨୦୧୭ ମସିହାରେ ୨୫ ଫୁଟ ଉଚ୍ଚ ଏବଂ ୫୦ ଫୁଟ ଓସାର ବିଶିଷ୍ଟ ସାନ୍ତାକ୍ଲଜ୍‌ର ଏକ ବିଶାଳ ମୁହଁ ନିର୍ମାଣ କରି ସେ ଆଉ ଏକ କୀର୍ତ୍ତିମାନ ସୃଷ୍ଟି କରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖ୍ରୀଷ୍ଟମାସ ରଙ୍ଗରେ ସଜେଇ ହେଇ ଉଡ଼ାଣ କଲା ବିମାନ

ଆଜି ଚାରିଆଡ଼େ ଖ୍ରୀଷ୍ଟମାସର ପରିବେଶ। ସମସ୍ତେ ନିଜ ନିଜ ଶୈଳୀରେ ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ବଡ଼ଦିନ ଉପଲକ୍ଷେ ଶୁଭେଚ୍ଛା ଜଣାଇବା...

ଦାଢ଼ିରେ ଖ୍ରୀଷ୍ଟମାସ ଘଣ୍ଟି ବାନ୍ଧି ବିଶ୍ୱ ରେକର୍ଡ କଲେ ଏହି ବ୍ୟକ୍ତି

ଆପଣ ନିଶ୍ଚିତ ଅନେକ ବିଶ୍ୱ ରେକର୍ଡ ବିଷୟରେ ଜାଣିଥିବେ। କଠିନ ପରିଶ୍ରମ, ଦୀର୍ଘ ବର୍ଷର ଅଭ୍ୟାସ କରି ଲୋକେ ସୁନାମ ଅର୍ଜନ କରନ୍ତି।  ଠିକ୍‌ ସେମିତି...

କୃଷି ଆଇନକୁ ନେଇ କଂଗ୍ରେସର ପ୍ରଦର୍ଶନ: ସାମିଲ ହେଲେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୧୫ ।୧: କେନ୍ଦ୍ରର ନୂଆ କୃଷି ଆଇନକୁ ନେଇ ଏବେ କଂଗ୍ରେସ ଅଣ୍ଟା ଭିଡିଛି । ବିଦେଶ ଗସ୍ତରୁ ଫେରିବା ପରେ କଂଗ୍ରେସ ନେତା ରାହୁଲ...

ଭାଙ୍ଗିବ ଶତାବ୍ଦୀର ପରମ୍ପରା, କେମ୍ବ୍ରିଜ୍ ଖ୍ରୀଷ୍ଟମାସ ଗୀତର ହେବନାହିଁ ସିଧା ପ୍ରସାରଣ

ୱାଶିଂଟନ,୨୪ ।୧୨: ଖ୍ରୀଷ୍ଟମାସ ବା ବଡଦିନର ପୂର୍ବ ସନ୍ଧ୍ୟାରେ କେମ୍ବ୍ରିଜର ପ୍ରସିଦ୍ଧ ଗାୟକ ମଣ୍ଡଳୀଙ୍କ ଲାଇଭ୍ ସଙ୍ଗିତ ଚଳିତ ବର୍ଷ ବିଶ୍ୱବାସୀ ଶୁଣିବାରୁ ବଞ୍ଚିତ ହେବେ...

ସାନିଟାଇଜର ବାଣ୍ଟିଲେ ସାଣ୍ଟା

ମୁମ୍ବାଇ,୧୯ା୧୨: ମୁମ୍ବାଇରେ ସାଣ୍ଟା ସାନିଟାଇଜର ବାଣ୍ଟୁଛନ୍ତି। ସାଣ୍ଟା କ୍ଲଜ୍‌ ପୋଷାକଧାରୀ ଜଣେ ବ୍ୟକ୍ତି ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ଲକ୍ଷ୍ମୀ ଚୌକ୍‌ ଏରିଆରେ ଲୋକଙ୍କୁ ସାନିଟାଇଜର...

କିଏ ସେହି ସାନ୍ତା କ୍ଲଜ୍‌, ଯାହାଙ୍କୁ ପିଲାମାନେ ଆଗ୍ରହର ସହ ଅପେକ୍ଷା କରିଥାନ୍ତି

ବଡଦିନ ଆସିଲେ ସାନ୍ତା କ୍ଲଜ୍‌ କଥା ମନେପଡେ। ବଡଦିନର ଅନ୍ୟ ଏକ ପ୍ରମୁଖ ବ୍ୟକ୍ତି ହେଉଛନ୍ତି ସାନ୍ତା କ୍ଲଜ। ଖାସ୍‌ ଭାବେ ପିଲାଙ୍କ ମଧ୍ୟରେ ଏହି...

ନିୟନ୍ତ୍ରଣ ରେଖାରେ ଯବାନ ପାଳିଲେ ବଡ଼ଦିନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଶ୍ରୀନଗର,୨୫।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଯବାନମାନେ ବଡ଼ଦିନ ପାଳନ କରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଯବାନମାନେ ଜିଙ୍ଗଲ୍‌...

କ୍ରିସ୍‌ମାସ ପାଇଁ ପ୍ରସ୍ତୁତ ବେଥଲହମ

ବେଥଲହମ,୨୪।୧୨: ପ୍ରଭୁ ଯୀଶୁଙ୍କ ଜନ୍ମସ୍ଥାନ କୁହାଯାଉଥିବା ବେଥଲହମ କ୍ରିସ୍‌ମାସ ପାଇଁ ବିଶ୍ୱବାସୀଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ହୋଇ ସାରିଲାଣି। ଇସ୍ରାଏଲ କବଜାରେ ଥିବା ଓ୍ବେଷ୍ଟ ବ୍ୟାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri