ସର୍ବଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତା: ସମ୍ବୋଧନ, ଗାନ୍ଧୀଛକ ନାଟକ ମଞ୍ଚସ୍ଥ

ଦେବଗଡ଼,୧୩ା୧(ଡି.ଏନ.ଏ.) ଦେବଗଡ ଟାଉନ ହଲ୍‌ଠାରେ ନାଟ୍ୟାନୁଷ୍ଠାନ ଜାଗରଣ ଆର୍ଟ ଇଣ୍ଟର୍‌ ନ୍ୟାଶନାଲ ପକ୍ଷରୁ ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତାର ରବିବାର ତୃତୀୟ ସନ୍ଧ୍ୟାରେ ୨ଟି ନାଟକ ମଞ୍ଚସ୍ଥ ହୋଇଥିଲା। ଅତିଥି ଭାବେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସଭାପତି ଅଶୋକ କୁମାର ନନ୍ଦ, ଉପସଭାପତି ପ୍ରକାଶ ଦେବତା, ସମ୍ପାଦକ ସୁଜିତ କୁମାର ପାତ୍ରଙ୍କ ସମେତ ଆୟୋଜକ କର୍ମକର୍ତ୍ତା ଉପସ୍ଥିତ ଥିଲେ। ସନ୍ଧ୍ୟାର ପ୍ରଥମ ନାଟକ ଭାବେ ଝାରଖଣ୍ଡର ଝାରଖଣ୍ଡ ସାଂସ୍କୃତିକ ମଞ୍ଚ ପକ୍ଷରୁ ନାଟ୍ୟକାର ସୁନୀଲ ରାଜଙ୍କ ରଚିତ ଓ ଶିବଲାଲ ସାଗରଙ୍କ ନିର୍ଦେଶିତ ହିନ୍ଦୀ ନାଟକ ‘ସମ୍ବୋଧନ’ମଞ୍ଚସ୍ଥ ହୋଇଥିଲା। କଳାକାରଙ୍କ ନିଖୁଣ ଅଭିନୟ ଦର୍ଶକଙ୍କୁ ବାନ୍ଦି ରଖିଥିଲା। ଦ୍ୱିତୀୟ ନାଟକ ପଦ୍ମପୁରର ‘ଲୁ’ଅନୁଷ୍ଠାନ ପକ୍ଷରୁ ଅଶୌକ ମିଶ୍ରଙ୍କ ରଚିତ ଓ କେଶ ରଞ୍ଜନ ପ୍ରଧାନଙ୍କ ନିର୍ଦ୍ଦେିଶିତ ସମ୍ବଲପୁରୀ ନାଟକ ‘ଗାନ୍ଧୀଛକ’ମଞ୍ଚସ୍ଥ ହୋଇଥିଲା। ଶୀତୁଆ ସନ୍ଧ୍ୟାରେ ଦର୍ଶକ ଏହାକୁ ମନଭରୀ ଉପଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri