ସର୍ବସାଧାରଣ ସ୍ଥାନରେ ଅଳିଆ ପକାଇଲେ ଦେବାକୁ ପଡ଼ିବ ଜରିମାନା

ଭଦ୍ରକ ଅଫିସ,୧୭।୧୦: ଏଣିକି ସର୍ବସାଧାରଣ ସ୍ଥାନରେ ଅଳିଆ ପକାଇଲେ ଜରିମାନା ଦେବାକୁ ପଡ଼ିବ । ଭଦ୍ରକ ପୌରପାଳିକା ପକ୍ଷରୁ ଏପରି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପଦକ୍ଷେପକୁ ପୌରାଞ୍ଚଳ ବାସିନ୍ଦା ସ୍ବାଗତ ମଧ୍ୟ କରିଛନ୍ତି। ସହରକୁ ସ୍ବଚ୍ଛ ରଖିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା କାର୍ଯ୍ୟ ନିିର୍ବାହୀ ଅଧିକାରୀ ମନୋରମା ପଣ୍ଡା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri