ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଉକ୍ତ ବ୍ୟକ୍ତିଙ୍କ ଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ। ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଛନ୍ତି। କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଏହି ନିଷ୍ପତ୍ତି ଜ଼ିଲାପାଳ ନେଇଛନ୍ତି। ଏଥିସହ ମାସ୍କ ନ ପିନ୍ଧିଥିବା ଲୋକଙ୍କଠାରୁ ୨୦୦ ଟଙ୍କା ଜରିମାନା ଆଦାୟ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ‘ନୋ ମାସ୍କ ନୋ ରାସନ’ ଏବଂ ପ୍ରତ୍ୟେହ ମଧ୍ୟାହ୍ନ ୧୨ ରୁ ତାପରଦିନ ସକାଳ ୭ ଟା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଜାରି ରହିଛି । ଏହାଛଡ଼ା ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ ବୋଲି ଜ଼ିଲାପାଳ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri