Posted inଜାତୀୟ

ସର୍ବ ସମ୍ମୁଖରେ ପୋଲିସ ଜୋତାକୁ ଚୁମ୍ବନ ଦେଲେ ଏମ୍‌ପି

ହାଇଦ୍ରାବାଦ,୨୧।୧୨: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳର ଏମ୍‌ପି ଗୋରନ୍ତଲା ମାଧବ ଏବେ ଚର୍ଚ୍ଚାରେ। ସେ ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି) ନେତା ଜେ. ସି. ଦିବାକର ରେଡ୍ଡୀଙ୍କ ଟିପ୍ପଣୀକୁ ବିରୋଧ କରି ଅନନ୍ତପୁରମରେ ଜଣେ ପୋଲିସଙ୍କ ଜୋତା ସଫା କରିବା ସହ ଏହାକୁ ଚୁମ୍ବନ ଦେବା ଏବେ ଚର୍ଚ୍ଚାକୁ ଆସିଛି। ସୂଚନାଯୋଗ୍ୟ, ଦିବାକର ରେଡ୍ଡୀ ପୂର୍ବରୁ କହିଥିଲେ ଟିଡିପି କ୍ଷମତାକୁ ଫେରିଲେ ପୋଲିସ ମୋ ଜୋତା ଚାଟିବ। ଏହାକୁ ଏବେ ବିରୋଧ କରିଛନ୍ତି ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳର ଏମ୍‌ପି ଗୋରନ୍ତଲା ମାଧବ। ଏହାସହ ଅନନ୍ତପୁର ଜିଲା ଇନ୍ଦୁପୁର ଆସନରୁ ପ୍ରତିନିଧିତ୍ୱ କରୁଥିବା ମାଧବ ଘୋଷଣା କରିଛନ୍ତି ହାଇକମାଣ୍ଡଙ୍କ ନିର୍ଦ୍ଦେଶ ମିଳିଲେ ସେ ଟିଡିପି ନେତାଙ୍କୁ ବୁଦ୍ଧି ଶିଖାଇବାକୁ ଏମ୍‌ପି ପଦରୁ ଇସ୍ତଫା ଦେଇ ପୋଲିସ ବିଭାଗରେ ଭର୍ତ୍ତି ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri