Posted inଜାତୀୟ

ସର୍‌ନେମ ଉଧାର ଆଣିଛନ୍ତି ରାହୁଲ: ଗିରିରାଜ ସିଂ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ୍‌ ଇଣ୍ଡିଆ ’ ବୟାନକୁ ନେଇ ବିବାଦ ଥମିବାର ନାଁ ନେଉନି। ଶନିବାର ପୁଣିଥରେ ରାହୁଲ ଏଥିପାଇଁ କ୍ଷମା ମାଗିବେ ନାହିଁ ବୋଲି ମନା କରିଦେବା ପରେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ। ରାମଲିଳା ମଇଦାନରେ ଆୟୋଜିତ ‘ଭାରତ ବଚାଓ’ ରାଲିରେ ଉଦ୍‌ବୋଧନ ଦେବା ସମୟରେ ରାହୁଲ କ୍ଷମା ନ ମାଗିବା କଥା କହିଛନ୍ତି। ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଗିରିରାଜ ସିଂ ଏହାର ପାଲଟା ଜବାବ ଦେଇଛନ୍ତି। ଟୁଇଟ୍‌ କରି କେନ୍ଦ୍ରମନ୍ତ୍ରୀ ଗିରିରାଜ କହିଛନ୍ତି ବୀର ସାବରକର ସଚ୍ଚା ଦେଶଭକ୍ତ ଥିଲେ.. ହେଲେ କେହି ସରନେମ୍‌ ଉଧାର ନେଲେ ଗାନ୍ଧୀ ହୋଇଯିବେନି କି ଦେଶଭକ୍ତ ମଧ୍ୟ ହେବେନି। ଦେଶଭକ୍ତ ହେବାକୁ ହେଲେ ଶରୀରରେ ହିନ୍ଦୁସ୍ତାନୀର ରକ୍ତ ପ୍ରବାହିତ ହେବା ଦରକାର। ବେଶ ବଦଳାଇ ଅନେକ ଲୋକ ତ ଭାରତକୁ ଲୁଟୁଛନ୍ତି ହେଲେ ଏବେ ତାହା ସମ୍ଭବ ହେବନି। ଏହାପରେ ଗିରିରାଜ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ରାହୁଲ ଗାନ୍ଧୀ ଦେଶର ସାଧାରଣ ନାଗରିକ କି ବୋଲି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri