ସଲମାନଙ୍କୁ ଏଭଳି ସ୍ଥିତିରେ ଦେଖି କାନ୍ଦିଥିଲେ ପିତା ସଲିମ୍‌ ଖାଁ

ବଲିଉଡ୍‌ ଦବଙ୍ଗ ଷ୍ଟାର୍‌ ସଲମାନ ଖାଁଙ୍କ ପିତା ତଥା ସଲିମ ଖାଁ ଆଜି ୮୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସଲମାନ ତାଙ୍କ ଖାସ୍‌ ଅନ୍ଦାଜରେ ଜନ୍ମଦିନ ଅଭିନନ୍ଦନ ଜଣାଇଛନ୍ତି। ନିଜ ଇନଷ୍ଟାଗ୍ରାମରେ ପିତାଙ୍କ ସହ ଏକ ପୁରୁଣା ଫଟୋ ଛାଡି ସେ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତେ ଜାଣନ୍ତି ପିତାଙ୍କ ସହ ସଲମାନଙ୍କ ସମ୍ପର୍କ ଖୁବ୍‌ ନିବିଡ। ଯେତେବେଳେ ଏକ ଦୁର୍ଘଟଣା ମାମଲାରେ ସଲମାନ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏଥିପାଇଁ ତାଙ୍କୁ ଜେଲ୍‌ ଯିବାକୁ ପଡିଥିଲା। ସେ ୧୮ ଦିନ ଜେଲରେ ରହିଥିବାବେଳେ ପିତା ସଲିମ ତାଙ୍କ ଭେଟିବା ପାଇଁ ଜେଲକୁ ଯାଇଥିଲେ। କଏଦୀ ନଂ ୩୪୩ରେ ସଲମାନଙ୍କୁ ଦେଖି ସେ ଜୋରରେ କାନ୍ଦିବାକୁ ଲାଗିଥିଲେ। ଏହା ତାଙ୍କ ଜୀବନର ସବୁଠୁ ଦୁଃଖର ଦିନ ଥିଲା ବୋଲି ଏକ ସାକ୍ଷାତକାରରେ ସଲିମ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri