ସଲମାନଙ୍କ ଉପରେ ରାଗୁଛନ୍ତି ସୁଶାନ୍ତଙ୍କ ପ୍ରଶଂସକ: ବିଙ୍ଗ୍‌ ହ୍ୟୁମାନ ଷ୍ଟୋରରେ ପଶି କଲେ ଭଙ୍ଗାରୁଜା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। ସିନେଜଗତ, ରାଜନେତା ଏବଂ ଅନ୍ୟ କେତେକ ଲୋକଙ୍କ କହିବା ଅନୁଯାୟୀ, ବଲିଉଡ୍‌ରେ ସୁଶାନ୍ତଙ୍କୁ ଭେଦଭାବର ସାମ୍ନା କରିବାକୁ ପଡ଼ୁଥିଲା। ଏହି କାରଣରୁ ସେ ଡିପ୍ରେସନ୍‌କୁ ଚାଲିଯାଇଥିଲେ। ଶେଷରେ ଆତ୍ମହତ୍ୟ କରିବାର ଏତେ ବଡ ନିଷ୍ପତ୍ତି ନେଲେ। ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏବେ ବି ପୋଲିସ ଖୋଳତାଡ଼ ଚଲାଇଛି।ଇତିମଧ୍ୟରେ ସୁଶାନ୍ତଙ୍କୁ ଭେଦଭାବ ଏବଂ ହଇରାଣ କରୁଥିବା ଅଭିଯୋଗରେ ବଲିଉଡ୍‌ର ବହୁ ଅଭିନେତା, ନିର୍ଦ୍ଦେଶକ ଏବଂ ଫିଲ୍ମ ନିର୍ମାତାଙ୍କ ନାମରେ ମାମାଲା ରୁଜୁ ହୋଇଛି। ସେମାନଙ୍କ ମଧ୍ୟରେ ସଲମାନ୍‌ ଖାନ୍‌, କରଣ ଜୋହର, ଆଦିତ୍ୟ ଚୋପ୍ରା, ଦୀନେଶ ଭାଇଜାନଙ୍କ ନାମ ରହିଛି। ବିହାରର ମୁଜାଫର କୋର୍ଟରେ ଏମାନଙ୍କ ନାମରେ ମାମଲା ମଧ୍ୟ ରୁଜୁ ହୋଇଛି। ଏମାନଙ୍କ ନାମ ସମ୍ମୁଖକୁ ଆସିବା ପରେ ସୁଶାନ୍ତଙ୍କ ପ୍ରଶଂସକମାନେ ଅସନ୍ତୋଷ ବ୍ୟକ୍ତ କରିବାରେ ଲାଗିଛନ୍ତି। ଏଥିସହ ରାଗରେ ପାଟଣାରେ ସଲମାନଙ୍କ ବ୍ରାଣ୍ଡ୍‌ ବିଙ୍ଗ୍‌ ହ୍ୟୁମାନ ଷ୍ଟେରରେ ପଶି ଭଙ୍ଗାରୁଜା କରିଛନ୍ତି। ଏଥିସହ ସଲମାନ୍‌ଙ୍କ କିଛି ପୋଷ୍ଟର ମଧ୍ୟ ଚିରିଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri