ସଲମାନଙ୍କ ସହ କାମ କରିବେ ନୁସରତ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନଙ୍କ ସହ କାମ କରିବାକୁ ପ୍ରାୟତଃ ସବୁ ନାୟିକାଙ୍କର ଇଚ୍ଛା ଥାଏ। ଏବେ ଏହି ସୁଯୋଗ ପାଇବାକୁ ଯାଉଛନ୍ତି ନାୟିକା ନୁସରତ ଭରୁଚା। ବଲିଉଡ୍‌ରେ ଖୁବ୍‌ କମ୍‌ ନଜର ଆସିଥିବା ନୁସରତଙ୍କ ପାଇଁ ଏହା ସୁବର୍ଣ୍ଣ ସୁଯୋଗ ବୋଲି କୁହାଯାଉଛି। ଆଗାମୀ ଦିନରେ ନୁସରତ ସଲମାନଙ୍କ ପ୍ରଡକ୍ସନରେ ତିଆରି ହେବାକୁ ଥିବା ଫିଲ୍ମ ‘ବୁଲବୁଲ ମ୍ୟାରେଜ ହଲ୍‌’ରେ କାମ କରିବେ ବୋଲି ଶୁଣିବାକୁ ମିଳିଛି। ଯଦିଓ ଅଫିସିୟାଲି ଏହାର ଘୋଷଣା କରାଯାଇ ନାହିଁ ତଥାପି ନୁସରତ ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିବେ ବୋଲି କୁହାଯାଉଛି। ଚଳିତ ବର୍ଷ ଶେଷ ଆଡକୁ ଏହାର ଶୁଟିଂ ଆରମ୍ଭ କରାଯିବାର ଯୋଜନା ରହିଛି। ଦୁଇ ଭାଇ ଓ ମ୍ୟାରେଜ ହଲକୁ ନେଇ ଏହାର କାହାଣୀ ଗତିଶୀଳ ହୋଇପାରେ। ଦିଲ୍ଲୀରେ ଏହାର ଅଧିକାଂଶ ସିନ୍‌ ଶୁଟିଂ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ଆନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି…

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri