ସଲମାନ, କ୍ୟାଟ୍ରିନାଙ୍କ ବିବାହ ଭିଡିଓ ଭାଇରାଲ

ବଲିଉଡ ଭାଇଜାନ୍‌ ସଲମାନ ଖାନ୍‌ ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କ ବିବାହ ଭିଡିଓ ଭାଇରାଲ ହୋଇଛି। କିନ୍ତୁ ଏହି ଭିଡିଓଟି ରିୟଲ୍‌ ନୁହେଁ ରିଲ୍‌ ବୋଲି ଜଣାପଡିଛି। ସଲମାନଙ୍କ ଡିଜାଇନର୍‌ ଆସ୍ଲେ ରେବେଲେ ଭାରତ ଫିଲ୍ମର ଏକ ଭିଡିଓ ନିଜ ଇନ୍‌ଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି। ଏହି ଭିଡିଓଟି ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓଟି ନିକଟରେ ରିଲିଜ୍‌ ହୋଇଥିବା ସଲମାନଙ୍କ ଫିଲ୍ମ ‘ଭାରତ’ର କିଛି ଅଂଶ। ଏଥିରେ ସଲମାନ ଏବଂ କ୍ୟାଟ୍ରିନାଙ୍କ ମଧ୍ୟରେ ବିବାହ ଅନୁଷ୍ଠିତ ହେଉଛି। ଉଭୟ ପରସ୍ପରକୁ ଫୁଲମାଳ ମଧ୍ୟ ପିନ୍ଧାଉଥିବା ଦେଖାଯାଇଛି। ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?