ସଲ୍‌ମାନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ଜ୍ୟାକ୍‌ଲିନ, କହିଲେ ବିଶ୍ରାମ ନେବାକୁ ସମୟ ବାହାର କରନ୍ତୁ

ବମ୍ବେ: ବଲିଉଡ୍‌ର ବ୍ୟସ୍ତ ତାରକାମାନଙ୍କ ମଧ୍ୟରୁ ଅଭିନେତା ସଲ୍‌ମାନ ଖାଁ ଅନ୍ୟତମ। ଗୋଟିଏ ସମୟରେ ଏକାଧିକ କାମ କରୁଥିବା ଅବସ୍ଥାରେ ତାଙ୍କୁ ଦେଖିବାକୁ ମିଳେ। ସେ ଫିଲ୍ମର ଶୁଟିଂ ହେଉ ଅଥବା ଅନ୍ୟକିଛି, ନିଜର ଶତପ୍ରତିଶତ ଦେଇଥାନ୍ତି ଭାଇଜାନ୍‌। ଫଳରେ ନିଜ ଶରୀର ପ୍ରତି ସମୟ ଦେଇପାରନ୍ତି ନାହିଁ। ଆଜିକାଲି ମଧ୍ୟ ଏପରି କିଛି ଘଟୁଛି। ଏ କଥାଟି ଆମେ କହୁନାହୁଁ, ଅଭିନେତ୍ରୀ ଜ୍ୟାକ୍‌ଲିନ ଫର୍ନାଡିସ୍‌ କହିଛନ୍ତି।

ଜ୍ୟାକ୍‌ଲିନ କହିଛନ୍ତି, ସଲ୍‌ମାନଙ୍କ ସହ କାମ କରିଛି। ଏଣୁ ମୁଁ ଜାଣେ ତାଙ୍କୁ ଶୋଇବା ଲାଗି ସମୟ ମିଳି ନ ଥାଏ। ସେ ସକାଳେ, ଖରାବେଳେ ତଥା ରାତିରେ କାମ କରିଥାଆନ୍ତି। କେତେବେଳେ ଫ୍ଲାଇଟ୍‌ରେ ଥାଆନ୍ତି ତ କେବେ ବିଗ୍‌ବସ୍‌ ପାଇଁ ଶୁଟିଂରେ ବ୍ୟସ୍ତ। ସବୁବେଳେ ଖାଲି କାମ କାମ କାମ। ଏଣୁ ମୁଁ ଭାବେ ସଲ୍‌ମାନଙ୍କୁ ବିଶ୍ରାମ ନେବା ପାଇଁ ସମୟ ବାହାର କରିବା ଆବଶ୍ୟକ। ନଚେତ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପଡ଼ିବ।

ନିକଟରେ ଆଇଫା ପୁରସ୍କାର ଲାଗି କରାଯାଇଥିବା ଖବରଦାତା ସମ୍ମିଳନୀରେ ସଲ୍‌ମାନଙ୍କ ସହ ଜ୍ୟାକ୍‌ଲିନଙ୍କୁ ଦେଖାଯାଇଥିଲା। ସେଠାରେ ସଲ୍‌ମାନ ଚଳିତ ଥର ଆଇଫା ହୋଷ୍ଟ କରିବା ସ୍ପଷ୍ଟ ହୋଇଥିଲା। ଏଥର ଦେଶୀ ଷ୍ଟାଇଲରେ ଆଇଫା କରାଯାଉଛି। ଇନ୍ଦୋରରେ ମାର୍ଚ୍ଚ ୨୭ରୁ ୨୯ ପର୍ଯ୍ୟନ୍ତ ଏହି ଉତ୍ସବ ହେବ। ସଲ୍‌ମାନ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମକୁ ହୋଷ୍ଟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri