ସଶସ୍ତ୍ର ଡକାୟତଙ୍କ ଲୁଟ୍‌ ଉଦ୍ୟମ: ଆକ୍ରମଣରେ ବାପଝିଅ ଗୁରୁତର

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡା ଗାଁର ଏକ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଛନ୍ତି। ୬ଜଣ ସଶସ୍ତ୍ର ଡକାୟତ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ କରିଥିବା ବେଳେ ପରିବାରର ୨ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ସେମାନେ ହେଲେ କ୍ଷୀରୋଦ ବେହେରା ଓ ତାଙ୍କ ଝିଅ।

ସୂଚନାନୁଯାୟୀ, ଉକ୍ତ ଗ୍ରାମର କ୍ଷୀରୋଦ ବେହେରାଙ୍କ ନିର୍ମାଣାଧୀନ ଘରେ ପଶି ୬ଜଣ ଡକାୟତ ଲୁଟ୍‌ ଉଦ୍ୟମ କରିଥିଲେ। ଏଥିରେ ପ୍ରତିରୋଧ କରିବାରୁ ଡକାୟତମାନେ ବନ୍ଧୁକରେ କ୍ଷୀରୋଦ ଓ ତାଙ୍କ ଝିଅଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଉଭୟ ଗୁରୁତର ହୋଇଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଡକାୟତମାନେ କେବଳ ମୋବାଇଲ ଲୁଟି ନେଇ ପଳାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri