Posted inଫୁରସତ

ସହରର ଲୋକଙ୍କୁ ଯୋଡ଼ିବା ପାଇଁ ଭିନ୍ନ ପ୍ରୟାସ : ବହିଥାକର ଭ୍ରମ ସୃଷ୍ଟି କରୁଛି ପାଚେରି, ଫଟୋ ଭାଇରାଲ

ପ୍ରତ୍ୟେକ ସହରର କିଛି ନା କିଛି କଳାକୃତି ରହିଛି। ଯାହାକୁ ଦେଖିବା ପାଇଁ ପ୍ରତିଦିନ ହଜାର ହଜାର ଲୋକଙ୍କ ଯିବାଆସିବା ଲାଗି ରହିଥାଏ। ସେହିପରି କଳାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଡଚ୍‌ ଷ୍ଟ୍ରିଟ୍‌ ଆର୍ଟିଷ୍ଟ୍‌ ଜେନିଇଂସ୍‌ ଡିମ୍‌ ନେଦରଲ୍ୟାଣ୍ଡ୍‌ର ବ୍ୟସ୍ତବହୁଳ ସ୍ଥାନରେ ଥିବା ଘରର ପାଚେରିରେ ଏମିତି ଭିନ୍ନ କଳାକୃତି ଆଙ୍କିଛନ୍ତି। ଏହାକୁ ଦେଖି ଦେଖଣାହାରୀମାନେ ଚକିତ ହୋଇଯାଉଛନ୍ତି। ଡିମ୍‌ ସହରର ଲୋକଙ୍କୁ ଯୋଡ଼ିବା ପାଇଁ କେବଳ ଏମିତି କଳାକୃତି ତିଆରି କରିଛନ୍ତି, ଯାହା ଏକ ବହିଥାକର ଭ୍ରମ ସୃଷ୍ଟି କରୁଛି। ସେ ତାଙ୍କ ପାଚେରିରେ ହଜାର ହଜାର ବହିଥିବା ଥାକର ଚିତ୍ର ଆଙ୍କିଛନ୍ତି। ଏହି ଚିତ୍ର ଆଙ୍କିବା ପାଇଁ ତାଙ୍କ ବିଲ୍‌ଡିଂରେ ରହୁଥିବା ଜଣେ ବନ୍ଧୁ ତାଙ୍କୁ ଏପରି ପରାମର୍ଶ ଦେଇଛନ୍ତି। ପାଚେରିରେ ଯେଉଁ ଚିତ୍ର ଅଙ୍କାଯାଇଛି ସେଥିରେ କେବଳ ରାଜନୀତି ଏବଂ ଧର୍ମସହିତ ଜଡ଼ିତ ବହି ରହିଛି। ଡିମ୍‌ ଏହାକୁ ଆଙ୍କିବା ପାଇଁ ଅନ୍ୟ ଜଣେ ଆର୍ଟିଷ୍ଟଙ୍କ ସହାୟତା ଲୋଡ଼ିଥିଲେ। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଚିତ୍ର ଆଙ୍କିବା ଶେଷ ହୋଇଥିଲା। ଏହା ସମ୍ପୂର୍ଣ୍ଣ ହେବା ପରେ ଏହି ସ୍ଥାନ ଲୋକଙ୍କୁ ଖୁବ୍‌ ପସନ୍ଦ ଆସୁଛି। ଯାହାର ଫଟୋ ଏବେ ସୋସିିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରତି ସହରରେ ଏମିତି କଳାକୃତି ଆଙ୍କିବା ପାଇଁ ଡିମ୍‌ ଲକ୍ଷ୍ୟ ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri