ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ସୋମନାଥ

ଚମ୍ପୁଆ, ୭।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ରଜିଆ ପଞ୍ଚାୟତର ହୁଡି ସାହିରେ ୧୩ ବର୍ଷ ଧରି ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ ଭିନ୍ନକ୍ଷମ ସୋମନାଥ ମୁଣ୍ଡା ଏବେ ବି ସରକାରୀ ସହାୟତା ଅପେକ୍ଷାରେ ରହିଛନ୍ତି। ଅର୍ଥାଭାବ କାରଣରୁ ସେ ଠିକ୍‌ ଭାବେ ଚିକିତ୍ସିତ ହୋଇ ନ ପାରି ବିଛଣାରେ ପଡ଼ିରହିଛନ୍ତି। ସୋମନାଥ କହନ୍ତି, ତାଙ୍କ ବାମଗୋଡ଼ରେ ଘା’ ହେବା ପରେ ସେ ଜିଲା ଚିକିତ୍ସାଳୟରେ ଅସ୍ତ୍ରୋପଚାର କରାଇଥିଲେ। ପରେ ଘା’ ନ ଶୁଖି ବଢ଼ିିବାରୁ ସେ କ୍ରମେ ଚାଲିବା ଶକ୍ତି ହରାଇ ଏକ ବାଉଁଶ ଠେଙ୍ଗାକୁ ଭରସା କରି ଚଳୁଛନ୍ତି। ୨୦୧୬ରେ ତାଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ମିଳିଥିଲା। ଭତ୍ତା ଲାଗି ସେବେଠାରୁ ସେ ବାରମ୍ବାର ଆବେଦନ କରୁଥିଲେ ମଧ୍ୟ ଆଜିପର୍ଯ୍ୟନ୍ତ ପ୍ରଶାସନ ତାଙ୍କୁ ଅଣଦେଖା କରିଆସିଛି। ରାଜ୍ୟ ସରକାର ଭିନ୍ନକ୍ଷମ ଓ ଅସହାୟଙ୍କୁ ସାମାଜିକ ସ୍ରୋତରେ ସାମିଲ କରିବାର ପ୍ରୟାସ କରୁଥିବା ବେଳେ ସୋମନାଥ ଏଥିରୁ ବଞ୍ଚତ୍ତ ହେବା ନେଇ ଅଞ୍ଚଳବାସୀ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri