ବାରିପଦା ଅଫିସ, ୧୫ା୪- ଲକ୍ ଡାଉନ ଲାଗୁ ହେବାଠାରୁ ବାରିପଦା ସହରରେ ଥିବା ଉଠାଦୋକାନୀମାନଙ୍କ ଦୋକାନ ବନ୍ଦ ହୋଇ ପଡ଼ି ରହିଛି। ପରିବାର ପ୍ରତିପୋଷଣ କରିବା ସେମାନଙ୍କ ପାଇଁ କଷ୍ଟକର ହୋଇ ପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଉଠା ଦୋକାନୀମାନଙ୍କୁ ଚିହ୍ନଟ କରାଯାଇ ୩ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବା ନିମନ୍ତେ ନିଷ୍ପତ୍ତି ହୋଇଥିଲା। ଏହିି ପରିପ୍ରେକ୍ଷୀରେ ବାରିପଦା ପୌର ପରିଷଦ ଜରିଆରେ ଏକ ସଂସ୍ଥା ସର୍ଭେ କରି ଉଠା ଦୋକାନୀମାନଙ୍କ ତାଲିକା ପ୍ରଦାନ କରିଥିଲା। ଏଥିରେ ଅଧିକାଂଶ ଉଠା ଦୋକାନୀମାନଙ୍କ ନାମ ବାଦ୍ ପଡ଼ିଥିବା ନେଇ ଉଠା ଦୋକାନୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ମୁର୍ଗାବାଡ଼ି ଗୋଲେଇ ନିକଟସ୍ଥ ରାସ୍ତାକଡ଼ରେ ଅସ୍ଥାୟୀ ଠେଲାଗାଡ଼ି, ଚା ଦୋକାନ, ପାନ ଦୋକାନ କରିଥିବା ଦୋକାନୀଙ୍କ ନାମ ପ୍ରସ୍ତୁତ ତାଲିକାରେ ନାହିଁ। ତେଣୁ ସେମାନଙ୍କୁ ତାଲିକାରେ ଅନ୍ତର୍ଭୁକ୍ତ କରି ଆର୍ଥିକ ସାହାଯ୍ୟ ପ୍ରଦାନ ନିମନ୍ତେ ସେମାନେ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଅରୁଣ କୁମାର ପାତ୍ର, କମଳାକାନ୍ତ ସେଠୀ, କାହ୍ନୁଚରଣ ତ୍ରିପାଠୀଙ୍କ ସମେତ ଏକାଧିକ ଉଠାଦୋକାନୀ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ରାଜ୍ୟରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…
ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ
କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…
ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…
ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…
‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’
ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା
ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…
Archives

