ସାଇକେଲରେ ଆସୁଥିବା ୮ ଶ୍ରମିକ ପୋଲିସ ହାତରେ ଧରାପଡି ସଙ୍ଗରୋଧ ଗୃହରେ ରହିଲେ

ଭବାନୀପାଟଣା/କୋକସରା,୧୦।୪(ସ୍ବ.ପ୍ର/ଡି.ଏନ.ଏ.): ଲକ୍‌ଡାଉନ ଯୋଗଁୁ ଓଡିଶାର ଅନେକ ଦାଦନ ଶ୍ରମିକ ରାଜ୍ୟ ତଥା ରାଜ୍ୟ ବାହରେ ଫସି ରହିଛନ୍ତି। ଏହି ପରିପ୍ରେକ୍ଷୀରେ ଢେଙ୍କାନାଳ ଜିଲାର ୮ଜଣ ଶ୍ରମିକ ନବରଙ୍ଗପୁର ଜିଲାରେ କାମ କରୁଥିଲେ। ଲକ୍‌ଡାଉନ ଯୋଗଁୁ ସେମାନେ ଘରକୁ ଫେରି ନ ପାରି ସେଠାରେ ରହିଯାଇଥିଲେ। ଏବେ ରାଜ୍ୟ ସରକାର ଲକଡାଉନକୁ ଏପ୍ରିଲ ୩୦ଯାଏ ବୃଦ୍ଧି କରିଥିବାରୁ ବାଧ୍ୟହୋଇ ସେମାନେ ଶୁକ୍ରବାର ନବରଙ୍ଗପୁରରୁ ସାଇକେଲ କିଣି ଘରକୁ ବାହାରି ଥିଲେ। ତେବେ କଳାହାଣ୍ଡି ସୀମାନ୍ତ ଆମପାଣି ଘାଟିରେ ସେମାନେ ପାଟ୍ରୋଲିଂ ପୋଲିସ ହାତରେ ଧରାପଡିଥିଲେ। ପରେ ଉକ୍ତ ଶ୍ରମିକମାନଙ୍କୁ ଆମପାଣି ପୋଲିସ ସ୍ଥାନୀୟ ବ୍ଲକ ପ୍ରଶାସନ ପକ୍ଷରୁ ଆମପାଣି ଜନଜାତି ଆବାସିକ ବିଦ୍ୟାଳୟରେ କରାଯାଇଥିବା ସଙ୍ଗରାଧ ଗୃହରେ ରଖାଯାଇଛି । ଏ ନେଇଁ ଆମପାଣି ଥାନ ଅଧିକାରୀ ପୁଷ୍ପାଞ୍ଜଳି ନିଙ୍ଗିଙ୍କୁ ପଚାରିବାରୁ ଲକ୍‌ଡାଉନ ନିୟମ ଅନୁଯାୟୀ ଶ୍ରମିକମାନଙ୍କୁ ସଙ୍ଗରୋଧ ଗୃହରେ ରଖାଯାଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri