Posted inଜାତୀୟ

ସାଇକେଲ-ହାତୀ ଗଲେ ଦୂରେଇ: ୧୧୨ ଦିନରେ ମେଣ୍ଟରେ ଫାଟ

ଲକ୍ଷ୍ନୌ୍‌,୪।୬: ଏସ୍‌ପି-ବିଏସ୍‌ପି ମେଣ୍ଟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭବିଷ୍ୟବାଣୀ ସତ ହୋଇଛି। ମାତ୍ର ୧୧୨ ଦିନର ମେଣ୍ଟରେ ଫାଟ ବଢ଼ିବାରେ ଲାଗିଛି। ଆଗକୁ ଉତ୍ତରପ୍ରଦେଶରେ ହେବାକୁଥିବା ୧୧ଟି ବିଧାନସଭା ଉପନିର୍ବାଚନରେ ଏସ୍‌ପି ଏବଂ ବିଏସ୍‌ପି ଅଲଗା ଅଲଗା ଲଢ଼ିବେ ଏନେଇ ବିଏସ୍‌ପି ଅଧ୍ୟକ୍ଷା ମାୟାବତୀ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଲୋକ ସଭା ନିର୍ବାଚନରେ ଏସ୍‌ପି ଅଧ୍ୟକ୍ଷ ଅଖିଳେଶ ଯାଦବ ସଦସ୍ୟଙ୍କ ମଧ୍ୟରେ କୌଣସି ପରିବର୍ତ୍ତନ ନ କରିବାରୁ ମେଣ୍ଟ ପ୍ରାର୍ଥୀ ପରାଜିତ ହୋଇଥିବା ଅଭିଯୋଗ କରିଛନ୍ତି ମାୟାବତୀ। ଫଳରେ ଏଣିକି ସାଇକେଲ-ହାତୀ ଏକଲା ଚାଲିବା ନିଶ୍ଚିତ ହୋଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାଙ୍ଖଡେରେ ଉଡ଼ିଲା ଭାରତର ବିଜୟ ପତାକା: ଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମହାଲଢ଼େଇ

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ଭାରତ…

ଆସାମରେ ସୁଖୋଇ-୩୦ ଯୁଦ୍ଧବିମାନ ନିଖୋଜ; ରାଡାରରୁ ସମ୍ପର୍କ ବିଚ୍ଛିନ୍ନ, କ୍ରାଶ୍‌ ହୋଇଥିବା ସନ୍ଦେହରେ…

ଗୁଆହାଟୀ,୫।୩: ଆସାମରେ ଭାରତୀୟ ବାୟୁସେନାର ଏକ ସୁଖୋଇ-୩୦ MKI (Su-୩୦ MKI) ଯୁଦ୍ଧ ବିମାନ ରାଡାରରୁ ନିଖୋଜ ହୋଇଯାଇଛି। ବିମାନଟି ସହ ବାୟୁସେନାର ସମ୍ପର୍କ ବିଚ୍ଛିନ୍ନ ହୋଇଥିବା…

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସି ଭି ଆସନ୍ଦ ବୋଷଙ୍କ ଇସ୍ତଫା, ମମତା କହିଲେ…

କୋଲକାତା,୫।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗ ରାଜ୍ୟପାଳ ସି ଭି ଆନନ୍ଦ ବୋଷ ଗୁରୁବାର ନିଜ…

ସେମିଫାଇନାଲରେ ଭାରତର ବିସ୍ଫୋରକ ବ୍ୟାଟିଂ: ଇଂଲଣ୍ଡ ପାଇଁ ୨୫୪ ରନ୍‌ର ବିଶାଳ ଲକ୍ଷ୍ୟ, ରଚିଲା ନୂଆ ବିଶ୍ୱ ରେକର୍ଡ!  

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ର ହାଇଭୋଲଟେଜ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ…

ସାମସନଙ୍କ କମାଲ: ଓ୍ବେଷ୍ଟଇଣ୍ଡିଜ ପରେ ଇଂଲଣ୍ଡ ବୋଲରଙ୍କୁ ନିର୍ଧୁମ ଛେଚା, ଏବେ ଟାର୍ଗେଟ…

ମୁମ୍ବାଇ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଜାରି ରହିଥିବା ଦ୍ୱିତୀୟ ସେମିଫାଇନାଲରେ ପୁଣି ଥରେ ଚମକିଛନ୍ତି ସଞ୍ଜୁ ସାମସନ। ପୂର୍ବ ମୁକାବିଲାରେ ଜବରଦସ୍ତ ପ୍ରଦର୍ଶନ କରି ଭାରତକୁ…

India vs England Semifinal: ଓ୍ବାଙ୍ଖଡେରେ ମହାଲଢ଼େଇ; ଟସ୍‌ ହାରିଲେ ସୂର୍ଯ୍ୟକୁମାର, ପ୍ରଥମେ ବ୍ୟାଟିଂ କରିବ…

ମୁମ୍ବାଇ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲକୁ ନେଇ ଏବେ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଚରମ ସୀମାରେ ପହଞ୍ଚିଛି। ଟି-୨୦ ବିଶ୍ୱକପ…

ଖାମେନେଇଙ୍କ ମୃତ୍ୟୁର ୫ ଦିନ ପରେ ଶୋକ ପ୍ରକାଶ କଲା ଭାରତ, ଇରାନ ଦୂତାବାସରେ ପହଞ୍ଚିଲେ ବୈଦେଶିକ ସଚିବ ବିକ୍ରମ ମିଶ୍ରୀ

ନୂଆଦିଲ୍ଲୀ,୫।୩: ଭାରତ ସରକାରଙ୍କ ପକ୍ଷରୁ, ବୈଦେଶିକ ସଚିବ ବିକ୍ରମ ମିଶ୍ର ଗୁରୁବାର (ମାର୍ଚ୍ଚ ୫, ୨୦୨୬) ନୂଆଦିଲ୍ଲୀସ୍ଥିତ ଇରାନ ଦୂତାବାସରେ ଏକ ଶୋକ ପୁସ୍ତକରେ ସ୍ବାକ୍ଷର କରିଥିଲେ…

ଭାରତ ଉପରେ ପଡିଲାଣି ଇରାନ ଯୁଦ୍ଧର ପ୍ରଭାବ! ସାଧାରଣ ଲୋକଙ୍କ ବଢିଲାଣି ଚିନ୍ତା

ନୂଆଦିଲ୍ଲୀ,୫।୩: ଇରାନ ଉପରେ ଇସ୍ରାଏଲ ଏବଂ ଆମେରିକୀୟ ଆକ୍ରମଣ ଏବଂ ତେହେରାନର ପ୍ରତିଶୋଧମୂଳକ କାର୍ଯ୍ୟ କେବଳ ମଧ୍ୟପ୍ରାଚ୍ୟର ବାତାବରଣକୁ ଉଷ୍ମ କରିନାହିଁ। ଏହା ସମଗ୍ର ବିଶ୍ୱକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri