Posted inଜାତୀୟ

ସାଇକେଲ -ହାତୀ ଗଲେ ପଛରେ ପଡ଼ି; ପଦ୍ମ ଆସିଲା ଉଡ଼ି ଉଡି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ଉତ୍ତରପ୍ରଦେଶରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ କୂଟନୀତି ଏଠାରେ ସଫଳ ହୋଇଛି। ଫଳରେ ଭାଜପା ୫୫ ଆସନରେ ଅଗୁଆ ରହିଛି। ତେବେ ଦୀର୍ଘ ୨୫ ବର୍ଷର ଶତ୍ରୁତା ଭୁଲି ବନ୍ଧୁ ସାଜିଥିବା ଅଖିଳେଶ ଯାଦବଙ୍କ ସାଇକେଲ ଏବଂ ମାୟାବତୀଙ୍କ ହାତୀ ପଛରେ ପଡ଼ି ଯାଇଛନ୍ତି। ଅପରପକ୍ଷରେ ପଦ୍ମ ଉଡ଼ି ଉଡ଼ି ଏଠାରେ ନୂଆ ରାଜନୈତିକ ସମୀକରଣ ସୃଷ୍ଟି କରିବାକୁ ସକ୍ଷମ ହୋଇଛି। ଅଖିଳେଶ-ମାୟାବତୀଙ୍କ ମେଣ୍ଟ ୨୪ ଲୋକ ସଭା ଆସନରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri