Posted inଜାତୀୟ

ସାଇରସ ମିସ୍ତ୍ରି ପୁଣି ହେବେ ଟାଟା ଗ୍ରୁପ୍‌ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୮।୧୨: ନ୍ୟାଶନାଲ କମ୍ପାନୀ ଲ’ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ସାଇରସ ମିସ୍ତ୍ରିଙ୍କୁ ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ପୁଣି ଅବସ୍ଥାପିତ କରାଯାଇଛି। ଏଥିସହ ବର୍ତ୍ତମାନ ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରଶେଖରନ୍‌ଙ୍କ ନିଯୁକ୍ତିକୁ ବେଆଇନ ବୋଲି ଏନ୍‌ସିଏଲ୍‌ଏଟିି କହିଛି। ଏନ୍‌ସିଏଲ୍‌ଏଟିର ୨ଜଣ ସଦସ୍ୟଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ଏହି ଶୁଣାଣି କରିଛନ୍ତି। ଏହା ସାଇରସଙ୍କ ପାଇଁ ଏକ ବଡ଼ ସଫଳତା ବୋଲି କୁହାଯାଉଛି। ଦୀର୍ଘ ୩ବର୍ଷ ପରେ ସେ ପୁନଃ ଟାଟା ସନ୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଅପରପକ୍ଷେ ଟ୍ରିବ୍ୟୁନାଲ ଟାଟା ସନ୍ସ କର୍ତ୍ତୃପକ୍ଷଙ୍କୁ ୪ ସପ୍ତାହର ସମୟ ଦେଇଛନ୍ତି। ଯଦି ଟାଟା ସନ୍ସ କର୍ତ୍ତୃପକ୍ଷ ଚାହିଁବେ, ତେବେ ଏହି ସମୟ ମଧ୍ୟରେ ଟ୍ରିବ୍ୟୁନାଲଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିପାରିବେ। ନଚେତ୍‌, ୪ ସପ୍ତାହ ପରେ ଟ୍ରିବ୍ୟୁନାଲଙ୍କ ଏହି ରାୟ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri