ସାଇ ଇଣ୍ଟରନ୍ୟାଶନାଲ ସ୍କୁଲକୁ ‘ଇମର୍ଜିଂ ସ୍କୁଲ ଅଫ୍‌ ଦ ଇୟର’ ସମ୍ମାନ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପଦ୍ଧତି ଓ ପ୍ରଦାନ ପାଇଁ ଶନିବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲକୁ ‘ଇମର୍ଜିଂ ସ୍କୁଲ୍‌ ଅଫ୍‌ ଦ ଇୟର’ ସମ୍ମାନ ପ୍ରଦାନ କରାଯାଇଛି। ରାଜସ୍ଥାନ ଉଦୟପୁରଠାରେ ଅନୁଷ୍ଠିତ ଗ୍ଲୋବାଲ ଏଜୁକେଶନ ଆୱାର୍ଡସ୍‌-୨୦୧୯ କାର୍ଯ୍ୟକ୍ରମରେ ସାଇ ଇଣ୍ଟରନ୍ୟାଶନାଲ୍‌ ଗ୍ରୁପ୍‌ର ପ୍ରତିଷ୍ଠାତା ଡ. ବିଜୟ କୁମାର ସାହୁ ଓ ଭାଇସ୍‌ ଚେୟାରପର୍ସନ ଡ. ଶିଳ୍ପୀ ସାହୁ ଏହି ସମ୍ମାନ ଗ୍ରହଣ କରିଛନ୍ତି। ଉଦୟପୁରର ପ୍ରିନ୍ସ ଲକ୍ଷରାଜ ସିଂହ ମେୱାର ଏବଂ ସେକ୍‌ମୋଲ୍‌୍‌ର ପ୍ରତିଷ୍ଠାତା ସୋନମ୍‌ ୱାଙ୍ଗ୍‌ଚୁକ୍‌ ଅତିଥି ଭାବେ ଯୋଗଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ, ପ୍ରତ୍ୟକ୍ଷ ତଥା ପରୋକ୍ଷ ଭାବେ ବ୍ୟକ୍ତିଗତ ବା ସଙ୍ଗଠନାତ୍ମକ ରୂପେ ଶିକ୍ଷା କ୍ଷେତ୍ରରେ ଯେଉଁମାନଙ୍କର ଶ୍ରେଷ୍ଠ ଅବଦାନ ରହିଥାଏ ସେମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ। ଦୁଇଦିନିଆ ସମ୍ମାନ ପ୍ରଦାନ କାର୍ଯ୍ୟକ୍ରମରେ ‘ଶ୍ରେଣୀ ଗୃହରେ କିପରି ଭାବେ ରଚନାତ୍ମକ ଶୈଳୀରେ ଶିକ୍ଷା ପ୍ରଦାନ ଓ ଛାତ୍ରୀଛାତ୍ରଙ୍କ ଉତ୍ତମ ଭବିଷ୍ୟତ ଗଠନ’ ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା ହୋଇଥିଲା। ୫୦୦ରୁ ଅଧିକ ଖ୍ୟାତିସମ୍ପନ୍ନ ଶିକ୍ଷକ ଯୋଗଦେଇ ମତ ରଖିଥିଲେ। ‘ସୁପର ୩୦’ର ଆନନ୍ଦ କୁମାର, ଡୁନ୍‌ ସ୍କୁଲର ହେଡ଼ମାଷ୍ଟର ମାଥ୍ୟୁ ରାଗେଟ୍‌ ଏବଂ ଆମେରିକା ଏଏସ୍‌ସିଡିର ନିର୍ଦ୍ଦେଶକ ସିନ୍‌ ସ୍ଲେଡ୍‌ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri