Posted inଖେଳ

ସାକ୍ଷୀ ଏବେ ‘ଦେଶୀ ପହେଲୱାନୀ’

ନୂଆଦିଲ୍ଲୀ, ୨୧।୪-କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସ୍ଥିିତିରେ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ସାକ୍ଷୀ ମଲିକ ନିଜକୁ ଫିଟ୍‌ ରଖିବା ପାଇଁ ଏବେ ‘ଦେଶୀ ପହେଲିୱାନୀ’ ପନ୍ଥା ଅବଲମ୍ବନ କରିଛନ୍ତି। ସେ ଗତ କିଛିଦିନଧରି ଏକ ଲମ୍ବା ଦଉଡ଼ି ଓ ବଡ଼ କାଠଗଡ଼ ସହାୟତାରେ ରୋହତକର ମୋଖରା ଗ୍ରାମରେ ଥିବା ପୁରୁଣା ଏବଂ ଅବ୍ୟବହୃତ ଆଖଡ଼ାର ମାଟିକୁ ସମାନ କରିବାରେ ଲାଗିଛନ୍ତି। ନିଜ କୋଚ୍‌ଙ୍କ ସହ ଫୋନ୍‌ରେ କଥା ହୋଇ ସାକ୍ଷୀ ଏହି କାର୍ଯ୍ୟ କରି ଚାଲିଛନ୍ତି। ଲକ୍‌ଡାଉନ୍‌ ସ୍ଥିତିରେ ଅଭ୍ୟାସ ପାଇଁ ପାର୍ଟନର ପାଉ ନାହାନ୍ତି ଏହି ତାରକା କୁସ୍ତିବିତ୍‌। ତେଣୁ ଆଧୁନିକ ଯୁଗର ଟ୍ରେନିଂ ସରଞ୍ଜାମକୁ ଛାଡ଼ି ସେ ଦେଶୀ ପହେଲୱାନୀ ବାଟରେ ଯିବାକୁ ନିଷ୍ପତ୍ତି ନେଇଛନ୍ତି। ”ଏବେ ମୁଁ କେବଳ ଦେଶୀ ଷ୍ଟାଇଲ୍‌ ଆପଣାଉଛି। ମୋ ଘର ପଛପଟରେ ଏକ ଆଖଡ଼ା ଅଛି। ମୁଁ ଏହାକୁ ପୂର୍ବରୁ କେବେହେଲେ ବ୍ୟବହାର କରି ନ ଥିଲି। ମାତ୍ର ବର୍ତ୍ତମାନ ମୁଁ ଏହାର ଗେଟ୍‌ ଖୋଲି ସକାଳେ ଏବଂ ସନ୍ଧ୍ୟାରେ ଅଭ୍ୟାସ କରୁଛି। ଏଥିପାଇଁ କଠିନ ପରିଶ୍ରମ କରିବାକୁ ପଡ଼ୁଛି ଏବଂ ଏହା ସମୟ ସାପେକ୍ଷ। ମାତ୍ର ମୁଁ ଏହାକୁ ଉପଭୋଗ କରୁଛି“ ବୋଲି ସାକ୍ଷୀ ପ୍ରକାଶ କରିଛନ୍ତି। ମାଟି ଉପରେ ବଡ଼ କାଠଗଡ଼କୁ ଟାଣିବା ଛଡ଼ା ମୁଁ ରନିଂ, ଯୋଗ ଏବଂ ଷ୍ଟ୍ରେଚିଂକୁ ଦୈନନ୍ଦିନ କାର୍ଯ୍ୟସୂଚୀରେ ସାମିଲ କରିଛି“ ବୋଲି ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri