Posted inଖେଳ

ସାଙ୍ଗଙ୍କ ସହ ଫାର୍ମ ହାଉସରେ ସମୟ ବିତାଇଲେ ଧୋନୀ

ରାଞ୍ଚତ୍, ୧୧।୧୧- କ୍ରିକେଟ୍‌ରୁ ଦୂରେଇ ରହିଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ଏବେ ଅନିଶ୍ଚିତତା ମଧ୍ୟରେ ରହିଛି। ତେବେ ଧୋନୀ ଏହି ସମୟକୁ ବିଭିନ୍ନ କାର୍ଯ୍ୟକଳାପରେ ବ୍ୟସ୍ତ ରଖୁଥିବା ଦେଖିବାକୁ ମିଳୁଛି। ଶନିବାର ପିଲାଦିନର ସାଙ୍ଗଙ୍କ ସହ ଧୋନୀ ସମୟ ବିତାଇଥିବାର ନଜରକୁ ଆସିଛନ୍ତି। ଧୋନୀ କୌଳାଶପତିସ୍ଥିତ ତାଙ୍କ ଫାର୍ମ ହାଉସ୍‌ରେ ସାଙ୍ଗ ସୀମନ୍ତ ଲୋହାନୀଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ଧୋନୀଙ୍କ କିଛି ପୁରୁଣା ସାଙ୍ଗ ଉପସ୍ଥିତ ରହିଥିଲେ। ସେହିଭଳି ରାଞ୍ଚତ୍ରେ ଅନୁଷ୍ଠିତ ଏକ ଟେନିସ ପ୍ରତିଯୋଗିତାରେ ମଧ୍ୟ ଧୋନୀ ନିକଟରେ ଅଂଶଗ୍ରହଣ କରିଥିଲେ। ଯେଉଁଥିରେ ସେ ପ୍ରଥମ ସେଟ୍‌କୁ ସହଜୟରେ ଜିତିନେଇଥିଲେ। ଏଥିସହ ରାଞ୍ଚତ୍ ସହରରେ ବାଇକ ଚଳାଉଥିବାର ମଧ୍ୟ ଧୋନୀଙ୍କୁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri