ସାଢେ ୪ କୋଟି ଓଡିଆଙ୍କ ବିଜୟ : ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। କେତେକ ସର୍ତ୍ତ ଅନୁଯାୟୀ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସେ ରାୟରେ ପ୍ରକାଶ କରିଛନ୍ତି। ତେବେ ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରିଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ଏହା ମହାପ୍ରଭୁ ଜଗନ୍ନାଥଙ୍କ ଲୀଳା। ପ୍ରବଳ ଇଚ୍ଛାଶକ୍ତି ପାଇଁ ସାଢେ ୪ କୋଟି ଓଡିଆଙ୍କ ବିଜୟ ହେଲା। ଓଡିଶା ସରକାର ସଠିକ ଭାବେ କାର୍ଯ୍ୟ କରିବା ନେଇ ଆଶାବାଦୀ। ରଥଯାତ୍ରା ସୁପରିଚାଳନା ପାଇଁ କେନ୍ଦ୍ର ସବୁ ପ୍ରକାର ସହଯୋଗ ଯୋଗାଇବ।

ସାରା ବିଶ୍ୱରେ କୋଟି କୋଟି ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଙ୍କ ଭାବାବେଗକୁ ସମ୍ମାନ ଦେଇଥିବାରୁ ମାନ୍ୟବର ସୁପ୍ରିମକୋର୍ଟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ କୃତଜ୍ଞତା ଜଣାଉଛି। ରଥଯାତ୍ରା କେବଳ ଗୋଟିଏ ଉତ୍ସବ ନୁହେଁ ବରଂ ଓଡ଼ିଆ ଭାବାବେଗର ଅବିଚ୍ଛେଦ ଅଙ୍ଗ ବୋଲି ସେ ଟୁଇଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri