ସାନିଟାଇଜର,ଭେଣ୍ଟିଲେଟର ରପ୍ତାନି ବନ୍ଦ

ନୂଆଦିଲ୍ଲୀ,୨୫-୩: ସମସ୍ତ ପ୍ରକାରର ସାନିଟାଇଜର ଏବଂ ଭେଣ୍ଟିଲେଟର ରପ୍ତାନିକୁ ତୁରନ୍ତ ଭିତ୍ତିରେ ବନ୍ଦ କରିବାକୁ କେନ୍ଦ୍ର ସରକାର ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। କରୋନା ବ୍ୟାପୁଥିବାରୁ ଏହାକୁ ଧ୍ୟାନରେ ରଖି ସରକାର ପଦକ୍ଷେପ ଗ୍ରହଣ କରିଥିବା ବିଦେଶୀ ବାଣିଜ୍ୟ ମହାନିର୍ଦ୍ଦେଶାଳୟ (ଡିଜିଏଫ୍‌ଟି) ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି। ସମସ୍ତ ପ୍ରକାରର ଭେଣ୍ଟିଲେଟର ସହ ଆର୍ଟିଫିସିଆଲ ରେସ୍ପିରେଟୋରୀ ଆପାରଟସ୍‌ କିମ୍ବା ଯେକୌଣସି ବ୍ରିଦିଂ ଆପ୍ଲାଏନ୍ସ ଏବଂ ଡିଭାଇସକୁ ଏହା ମଧ୍ୟରେ ସାମିଲ କରାଯାଇଛି। ଗତ ସପ୍ତାହରେ କିଛି ଭେଣ୍ଟିଲେଟର ରପ୍ତାନି ଉପରେ ସରକାର କଟକଣା ଲଗାଇଥିଲେ। ଏହାବାଦ ଡିସ୍ପୋଜେବଲ ମାସ୍କ, ସର୍ଜିକାଲ ମାସ୍କ, ମାସ୍କ ପ୍ରସ୍ତୁତି ଟେସ୍କଟାଇଲ ର’ ମାଟେରିଆଲକୁ ମଧ୍ୟ ଏହା ମଧ୍ୟରେ ସାମିଲ ରହିଥିଲା। କରୋନା ଲାଗି ବଜାରରେ ସାନିଟାଇଜର ଏବଂ ଫେସ୍‌ ମାସ୍କର ଏବେ ଅଭାବ ରହିଥିବାରୁ ବଜାର ସ୍ଥିତିକୁ ଠିକ୍‌ ରଖିବା ଲାଗି ସରକାର ଏଭଳି ପଦକ୍ଷେପ ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri