ସାନିଟାଇଜ୍‌ ହେଲା କର କ୍ଲିନିକ୍‌

ଭୁବନେଶ୍ୱର,୨୮ା୩ (ବ୍ୟୁରୋ): ଓଡ଼ିଶାର ତୃତୀୟ କରୋନା ଭାଇରସ୍‌ ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରସ୍ଥିତ କର କ୍ଲିନିକ୍‌ରେ ଚିକିତ୍ସିତ ହୋଇଥିଲେ। ପରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ରିପୋର୍ଟ ପଜିଟିଭ୍‌ ଆସିବା ପରେ ସ୍ବାସ୍ଥ୍ୟ ବିଭାଗ କର କ୍ଲିନିକ୍‌କୁ ନ ଯିବା ପାଇଁ ଲୋକଙ୍କୁ ବାରଣ କରିଥିଲା। ଏଥିସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଥିଲେ। ତେବେ ଏ ସମ୍ପର୍କରେ କ୍ଲିନିକ୍‌ର ପରିଚାଳନା ନିର୍ଦ୍ଦେଶକ ସିଦ୍ଧାର୍ଥ କର କହିଛନ୍ତି, କରୋନା ଚିହ୍ନଟ ବ୍ୟକ୍ତି ଜଣକ ଜ୍ୱରରେ ପୀଡିତ ହୋଇଥିଲେ। ଆବଶ୍ୟକ ଚିକିତ୍ସା ପରେ ସନ୍ଦେହ ହେବାରୁ କ୍ୟାପିଟାଲ ହସ୍ପିଟାଲକୁ ଯିବାକୁ କହିଥିଲୁ। ଏବେ ସେ କୋଭିଡ୍‌-୧୯ ସଂକ୍ରମିତ ହୋଇଥିବା ଜାଣିବା ପରେ କ୍ଲିନିକକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯାଇଛି। ଚିକିତ୍ସାବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ଡାକ୍ତରଙ୍କଠାରୁ ଆରମ୍ଭ କରି କର୍ମଚାରୀ ଓ ଅନ୍ୟ ସମସ୍ତଙ୍କୁ ଚିହ୍ନଟ କରାଯାଇଛି। ୧୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆଇସୋଲେଶନରେ ରହିଥିବାବେଳେ ଖୁବ୍‌ଶୀଘ୍ର ଅନ୍ୟମାନଙ୍କୁ ଏଠାରେ ରଖାଯିବାର ବ୍ୟବସ୍ଥା ହେଉଛି। ରାଜ୍ୟ ସରକାର ଯେଉଁ ଅନୁସାରେ ନିର୍ଦ୍ଦେଶ ଦେଉଛନ୍ତି, ତାହାକୁ କଡାକଡି ପାଳନ କରୁଛୁ ବୋଲି କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri