ସାନିଟାଇଜ ହେଲା କେନ୍ଦୁଝର ମୁଖ୍ୟ ଡାକଘର

କେନ୍ଦୁଝର,୭ା୪(ଡିଏନ୍‌ଏ): କେନ୍ଦୁଝର ମୁଖ୍ୟ ଡାକଘର ପରିସରକୁ ଅଗ୍ନିଶମ ବିଭାଗ ତରଫରୁ ସାନିଟାଇଜ୍‌ କରାଯାଇଛି। ଲୋକଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରିବା ପାଇଁ ମୁଖ୍ୟ ଡାକଘର ସମେତ ସହରର ପ୍ରମୁଖ ରାସ୍ତା ଓ କାର୍ଯ୍ୟାଳୟକୁ ରାସାୟନିକ ପାଣି ପକାଇ ବିଶୋଧନ କରାଯାଉଛି। ଅଗ୍ନିଶମ ବିଭାଗର ଅଧିକାରୀ ଓ କର୍ମଚାରୀ ଏହି କାର୍ଯ୍ୟରେ ସାମିଲ ହୋଇଥିଲେ। ଆଗାମୀ ଦିନରେ ସହରର ମୁଖ୍ୟ ସ୍ଥାନ ସମେତ ସମସ୍ତ ପ୍ରମୁଖ ରାସ୍ତା ଓ କାର୍ଯ୍ୟାଳୟକୁ ବିଶୋଧନ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri